-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ତରଭା ବ୍ଲକ ଗାଁ ସାଥି ସଂଘ ପକ୍ଷରୁ ବିଡ଼ିଓ ଙ୍କୁ ଦାବୀ ପତ୍ର ପ୍ରଦାନ   

04-Dec-2024



ତରଭା(କପିଳାସ ସେଠ): ତରଭା ବ୍ଲକ ରେ କାର୍ଯ୍ୟରତ ଗାଁ ସାଥି ସଂଘ ପକ୍ଷରୁ ମନରେଗା ଯୋଜନା ରେ ପ୍ରାପ୍ୟ ରାଶି ନେଇ ତରଭା ବିଡ଼ିଓ ଗଙ୍ଗା ରାମ ବୁଡ଼େକ ଙ୍କୁ ଆଜି ଦାବୀ ପତ୍ର ପ୍ରଦାନ କରିଛନ୍ତି  I ତରଭା ବ୍ଲକ ଗାଁ ସାଥି ସଂଘ ସଭାପତି ସରତ କୁମାର ପାତ୍ର ଙ୍କ ନେତୃତ୍ୱ ରେ ବ୍ଲକ ର ବିଭିନ୍ନ ପଞ୍ଚାୟତ ରେ କାର୍ଯ୍ୟରତ ଗାଁ ସାଥି ମାନେ ଗତ 2021ମସିହା ରୁ ଗାଁ ସାଥି (ମେଟ )ମାନେ ପ୍ରତ୍ୟେକ ମନରେଗା କାର୍ଯ୍ୟ ରେ ଏନ ଏମ ଏମ ଏସ କରି କରି ମଧ୍ୟ୍ୟ ତାଙ୍କ ଉପଯୁକ୍ତ ପାଉଣା ପାଇବାରୁ ବଞ୍ଚିତ ହୋଇ ଅଛୁ I ମନରେଗା ଯୋଜନା ରେ ଏସ୍ଟିମେଟ ରେ ଗାଁ ସାଥି (ମେଟ )ଙ୍କ ପ୍ରୋହୋସନ ରାଶି ର ମୂଲ୍ୟ ରଖିବାର ବ୍ୟବସ୍ଥା କରାଯାଉ I  ପୂର୍ଵ ରୁ ଯେଉଁ ଏସ୍ଟିମେଟ ମାନଙ୍କ ରେ ଗାଁ ସାଥି ମାନଙ୍କଟଙ୍କା ନାହିଁ ତାର ବ୍ୟବସ୍ଥା କରାଯାଉ ବୋଲି ଦାବୀ ପତ୍ରରେ  ଉଲ୍ଲେଖ କରିଛନ୍ତି I ବିଡ଼ିଓ ଦାବୀ ପତ୍ର ଗ୍ରହଣ କରିବା ସଙ୍ଗେ ସଙ୍ଗେ ଆଗାମୀ ଦିନ ରେ ବ୍ୟବସ୍ଥା କରାଯିବ ବୋଲି ଉପସ୍ଥିତ ଗାଁ ସାଥି ମାନଙ୍କୁ ପ୍ରତିଶୃତି ଦେବା ସହ ସେଠାରେ ଥିବା ସହକାରୀ ଯନ୍ତ୍ରୀ ଦୁଃଶାସନ ସାହୁ ଓ ଅନ୍ୟ ଜେଇ ମାନଙ୍କୁ କାର୍ଯ୍ୟ କାରି କରିବାକୁ କହିଥିଲେ  I  ନକୁଳ ମହାନନ୍ଦ, ସୁରେଶ ଦାସ, ଭୀମ ସେନ ଶତପଥି, ବାଲ୍ମୀକ ସେଠୀ, ସୁଶୀଳ ମଲ୍ଲିକ, ଯାଦବ ମହାନ୍ତି, ଅଭିମନ୍ୟୁ ସାହୁ, ଚମ୍ପା ଫୁଳ ମହାକୁର, ପ୍ରହଲ୍ଲାଦ ଦାସ ଆକୁଳ ବଗର୍ତ୍ତୀ, ସତ୍ୟ ନାରାୟଣ କୁମ୍ଭାର ପ୍ରମୁଖ ଉପସ୍ଥିତ ଥିଲେ  I 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like