-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଧବଳେଶ୍ଵର କ୍ରିକେଟ ଟୁର୍ଣ୍ଣlମେଣ୍ଟ : ଜୟ ଜଗନ୍ନାଥ ଭିକ୍ଟୋର ଚମ୍ପିଆନ

05-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବନ୍ଧଗୋରା ସ୍ଥିତ ଖଡ଼ଙ୍ଗ ଲୋକମହୋତ୍ସବ ପଡ଼ିଆରେ ଗତ ଦଶଦିନ ଧରି ଚାଲିଥିବା ଧବଳେଶ୍ୱର ପ୍ରିମିୟର ଲିଗ କ୍ରିକେଟ ପ୍ରତିଯୋଗୀତା ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ମହାକାଳ ଏକାଦଶ ଓ ଜୟ ଜଗନ୍ନାଥ ଭିକ୍ଟୋର ଦଳ ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା l  ଏଥିରେ ମହାକାଳ ଏକାଦଶ କୁ ହରାଇ ଜୟ ଜଗନ୍ନାଥ ଭିକ୍ଟର ଦଳ ଟୁର୍ନାମେଣ୍ଟ ଚମ୍ପିୟାନ ହୋଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟରେ ୯ଟି ପ୍ରାଞ୍ଚାଇଜର ୯ଟି ଦଳ ଅଂଶଗ୍ରହଣ କରି ପରସ୍ସର ମଧ୍ୟରେ ଗୋଟିଏ ଲେଖାଏଁ ପ୍ରତ୍ୟେକଦଳ ୮ଟି ମ୍ୟାଚ ଖେଳିଥିଲେ। ଉଦଯାପନୀ ଦିବସରେ ମୁଖ୍ୟ ଅତିଥିଭାବେ ପୂର୍ବତନ କଣ୍ଟାମାଳ ବିଧାୟକ ମହିଧର ରଣା ମୁଖ୍ୟଅତିଥି ଓ ଶିକ୍ଷାବିତ ନିଳାଞ୍ଚଳ ଭୋଇ, ଆଦିବାସୀ ନେତା ପିତାମ୍ବର ଭୋଇ, ଗ୍ରାମର ଗୌନ୍ତିଆ ଧିରୋଜ ଭୋଇ, ସମାଜସେବୀ ଗୋବର୍ଦ୍ଧନ ଭୋଇ,ଅଭିରାମ ରଣା, ବଳରାମ ଦାଶ,ମନୋଜ ଦାଶ,ସୁନିଲ ସାହୁ, ଧିରୋଜ ସାହୁ , ସୁବୋଧ ସାହୁ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହ ବିଜେତା ଓ ଉପ ବିଜେତାଦଳଙ୍କୁ ନଗଦ ରାଶି ସହ ଟ୍ରଫି ପ୍ରଦାନ କରିଥିଲେ | ସେହିପରି ରଞ୍ଜନ କୁମାର ଦାଶଙ୍କୁ ବେଷ୍ଟଫ୍ରାଞ୍ଚାଇଜ,ବିଜେତା ଦଳର ମାନସିଂ ରଣାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଓ ଉପ ବିଜେତା ଦଳରବୌଦ୍ଧ ଶକ୍ତି ରଞ୍ଜନ ସାହୁଙ୍କୁ ମ୍ୟାନ ଅଫ୍ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା।  ଆଲୋକ ସାହୁ ଓ ସନ୍ତୋଷ ପାତ୍ର ଖେଳ ପରିଚାଳନା, ସୁଶାନ୍ତ ବାରିକ ଓ ପବିତ୍ର ଭୋଇ ଧାରାବିବରଣୀ ଏବଂ ପ୍ରଦୀପ ଭୋଇ ଓ ମକରନ୍ଦ ଭୋଇ ସ୍କୋରର ଦାୟିତ୍ଵ ତୁଲାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like