-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ରାଜ୍ୟ

ଭୈରବୀ ମହୋତ୍ସବର ଶେଷ ଦିନରେ ସମ୍ବଲପୁରୀ ଗୀତରେ ଝୁମିଲେ ଦର୍ଶକ

05-Dec-2024



ବୌଦ୍ଧ/ହରଭଙ୍ଗା/(ଦେବବ୍ରତ ଦାଶଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ମିନି ଷ୍ଟାଡିଅମ ଠାରେ ଦୀର୍ଘ ୬ଦିନ ଧରି ଚାଲିଥିବା ଚତୁର୍ଥ ରାଜ୍ୟ ସ୍ତରୀୟ ମାଁ ଭୈରବୀ ମହୋତ୍ସବ ଉଦଯାପିତ ହୋଇଯାଇଛି । ସନ୍ଧ୍ୟା ରେ ମାଁ ଙ୍କ ଧୂପ ଓ ଆଳତୀ ପରେ ମହୋତ୍ସବ କମିଟି ର ସଭାପତି ଅଶୋକ କୁମାର ଅଗ୍ରୱାଲ ଙ୍କ ସଭାପତିତ୍ୱ ରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଉଦଯାପନୀ ଦିବସ ରେ ମୁଖ୍ୟ ଅତିଥିଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ ପ୍ରଧାନ ଯୋଗ ଦେଇଥିବା ବେଳେ, ସମ୍ମାନିତ ଅତିଥି ଭାବେ ସମାଜ ସେବୀ ଅର୍ଜୁନ ସାହୁ, ଓଡ଼ିଶା ରାଜ୍ୟ ବୟାନିକା ଶିଳ୍ପ ର ଅଧକ୍ଷ ପ୍ରକାଶ ମେହେର ଯୋଗ ଦେଇଥିଲେ । ତାପରେ ବିଭିନ୍ନ ଅନୁଷ୍ଠାନ ଦ୍ୱାରା କଳା ପ୍ରଦର୍ଶନ ହୋଇଥିଲା। ଉଦଯାପନୀ ଦିବସ ର ମୁଖ୍ୟ ଆକର୍ଷଣ ଥିଲା ପଶ୍ଚିମ ଓଡ଼ିଶା ର ସୁନାମ ଧନ୍ୟ ସମ୍ବଲପୁରୀ ଗାୟକ ରୁକୁ ସୁନା ଓ ଡ଼. ଅର୍ଚ୍ଚନା ପାଢ଼ୀଙ୍କ ସଙ୍ଗୀତରେ ଝୁମିଥିଲେ ଦର୍ଶକ । । ଆଧୁନିକ ଗୀତ ସାଙ୍ଗ କୁ ସମ୍ବଲପୁରୀ ଗୀତ ନିଶା ରାତି ପର୍ଯ୍ୟନ୍ତ ଦର୍ଶକଙ୍କୁ ବାନ୍ଧି ରଖିଥିଲା ।  ଦୀର୍ଘ ଛ ଦିନ ଧରି ଚାଲିଥିବା ଏହି ମହୋତ୍ସବ ରେ ସାମିଲ ହୋଇଥିଲେ ଓଡ଼ିଶା ର କୋଣ ଅନୁକୋଣ ରୁ ଆସିଥିବା ବିଭିନ୍ନ କଳା ଓ ସଂସ୍କୃତି ଅନୁଷ୍ଠାନ ସାଙ୍ଗ କୁ ବିଧାୟକ,ନେତା, ମନ୍ତ୍ରୀ, ଏବଂ ସରକାରୀ ଅଧିକାରୀ। ବିଶେଷ କରି ହାସ୍ୟ ଅଭିନେତା ପପୁ ପମପମ, ପ୍ରଜ୍ଞା, ଶଙ୍କର ଙ୍କ ଅଭିନୟ ଓ ସମ୍ବଲପୁରୀ କଣ୍ଠଶିଳ୍ପୀ ରୁକ ସୁନା ଓ ଅର୍ଚନା ପାଢ଼ୀଙ୍କ ସମ୍ବଲପୁରୀ ଗୀତ ସମସ୍ତ ଦର୍ଶକଙ୍କୁ ମତୁଆଲା କରି ଥିଲା । ମିନାବଜାର, ସାଙ୍ଗକୁ ଆକର୍ଷଣୀୟ ଘର କରଣା, ସୁସ୍ବାଦୁ ଚଟପଟି ଖାଦ୍ୟର ବେଶ ମଜା ନେଇଥିଲେ ଜନସାଧାରଣ । ମହୋତ୍ସବର ସଫଳ ରୂପାୟନ ପାଇଁ ସମସ୍ତଙ୍କୁ ମହୋତ୍ସବ କମିଟି ସଭାପତି କୃତଜ୍ଞତା ଜଣାଇଥିବା ବେଳେ ଦର୍ଶକଙ୍କ  ଉତ୍ସାହକୁ ପ୍ରଶଂସା କରିଥିଲେ କଳାକାର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like