-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ବରପାଲିରୁ ଏହ୍ଲାବାଦ ଅଭିମୁଖେ ବସସେବା

05-Dec-2024



ବରପାଲି(ସୁଦାମ ଦୀପ ): ବରପାଲିରୁ ପ୍ରୟାଗରାଜ ଅଭିମୁଖେ ଏକ ଯାତ୍ରିବାହୀ ବସର ଗୁରୁବାର ଶୁଭାରମ୍ଭ ହୋଇଯାଇଛି। ସ୍ଥାନୀୟ ବସଷ୍ଟାଣ୍ତରୁ ମୁଖ୍ଯଅତିଥି ଭାବରେ ବରିଷ୍ଠ ଧର୍ମପ୍ରାଣ ସମାଜସେବୀ ମୋତିଲାଲ ଅଗ୍ରୱାଲ ପୁଜାର୍ଚ୍ଚନା ସହ ବସକୁ ତାର ଗନ୍ତବ୍ୟସ୍ଥଳକୁ ମେଲାଣି ଦେଇଥିଲେ। ଏହି ଅବସରରେ ସମ୍ମାନିତ ଅତିଥି ଭାବରେ ଚନ୍ଦନ ଅଗ୍ରୱାଲ,ଗଦାଧର ସିଂ, ଡ.ଶଙ୍କରଷଣ ମେହେର, ଯଦୁମଣି ବିଶି,ବିନୋଦ ଅଗ୍ରୱାଲା, ଅବନି ମେହେର,ରବି ବିଶି, ଗୋକୁଳ ପଧାନ,ପଦ୍ମ ଲୋଚନ ସାହୁ,ଧିରୋଜ ପଧାନ,ଲୁବୁରୁ ପଧାନ, ଅନିଲ ଅଗ୍ରୱାଲ,ମନିଶ ଅଗ୍ରୱାଲା,ସୁନିଲ ଅଗ୍ରୱାଲ,ଗୋବିନ୍ଦ ସାହୁ,ରାଘବ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଅଞ୍ଚଳବାସୀଙ୍କ ବହୁ ଦିନର ଆଶା ଓ ଭରସା, ବିଜେପୁର ବିଧାୟକଙ୍କ ସାଧୁ ଉଦ୍ୟମ ଯୋଗୁ ସଫଳ ରୂପ ନେବା ସହିତ ଜନସାଧାରଣଙ୍କୁ ବେଶ ପ୍ରଭାବିତ କରିଥିବା ଦେଖାଯାଇଥିଲା। ଲୋକଙ୍କ ନିତ୍ଯାନ୍ତ ପ୍ରୟୋଜନ ହେଉଥିବା ଶୁଦ୍ଧିକ୍ରିୟା କାର୍ଯ୍ଯ ,ଅସ୍ଥିପ୍ରବାହ ଅବା ପରିଭ୍ରମଣ ପାଇଁ ଲୋକଙ୍କ ବହୁଦିନରୁ ଦାବି ହୋଇଆସୁଥିଲା l ଯାହାବି ହେଉ ବିଧାୟକଙ୍କ ଉଦ୍ୟମରୁ ସିଧାସଳଖ ଏହ୍ଲାବାଦକୁ ପ୍ରତିଦିନ ବସସେବା ଯାତାୟାତ ହୋଇପାରିଥିଲା। ପୁର୍ବରୁ ବରପାଲି ଅଞ୍ଚଳରୁ କୌଣସି ସଠିକ ବ୍ଯବସ୍ଥା ନଥିବାରୁ ଲୋକେ ଅସୁବିଧା ଭୋଗ କରିବା ସହ ଖର୍ଚ୍ଚାନ୍ତରେ ପଡୁଥିଲେ। । ଏହ୍ଲାବାଦର ସିଂ ପ୍ରୟାଗରାଜ ଟ୍ରାଭେଲ ପକ୍ଷରୁ ବସସେବା ଆରମ୍ଭ ହୋଇଥିଲା। ବସର ମାଲିକ ସଞ୍ଜୟ ସିଂଙ୍କ ସହାୟତାରେ ଅଂଚଳବାସୀ ଉଚିତ ସୁବିଧା ପ୍ରାପ୍ତି କରିଥିବା ବେଳେ ଅଞ୍ଚଳରେ ବେଶ ଆନନ୍ଦର ମାହୋଲ ଖେଳିଯାଇଥିଲା।  ବସଷ୍ଟାଣ୍ଡରୁ ଦୈନିକ ଅପରାହ୍ନ ୧ ଘଣ୍ଟା ସମୟରେ ବସଟି ବାହାରୁଥିବା ବେଳେ ତା ପରଦିନ ପୁର୍ବାହ୍ନ ୭ ଘଣ୍ଟା ସମୟରେ ଏହ୍ଲାବାଦରେ ପହଞ୍ଚିବ ବୋଲି ବସ ପରିଚାଳକ ଖୁରସିଦ ଅହମ୍ମଦ ଜଣାଇଥିଲେ । ବସଟି ଏସି ସ୍ଲିପର କୋଚର ସେବା ସହ ସାଧାରଣ ସିଟିଂର ବ୍ୟବସ୍ଥା ରଖାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like