-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ

06-Dec-2024



ବଲାଙ୍ଗୀର (ମନୋରଞ୍ଜନ ତ୍ରିପାଠୀ )
  ବଲାଙ୍ଗିର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇ ଯାଇଛି l  ଆନ୍ତର୍ଜାତୀୟ ଖ୍ୟାତି ସଂପନ୍ନ କ୍ରୀଡାବିତ  ସୁଶ୍ରୀ ଆନନ୍ଦିନୀ ଦର୍ଜୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି ଉତ୍ସବ କୁ ଉଦଘାଟନ କରି ଖେଳାଳି ଙ୍କୁ ଉତ୍ସାହିତ କରି ଥିବା ବେଳେ  ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ କୁମାର ପାତ୍ର ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ l ପି ପି ଏକାଡେମି ର ଖେଳ ଶିକ୍ଷୟିତ୍ରୀ ସସ୍ମିତା ମିଶ୍ର, ପୃଥ୍ୱୀରାଜ ହାଇସ୍କୁଲ ର ଖେଳ ଶିକ୍ଷକ ସୌରଭ ପଧାନ, ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ର ଖେଳ ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଙ୍କ ତତ୍ତ୍ଵl ବଧାନ ରେ ଖେଳ ପରିଚାଳନା କରା ଯାଇଛି l ଏହି ବାର୍ଷିକ କ୍ରୀଡ଼ା ର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲା  ସାଇବର କ୍ରାଇମ୍ ପୋଲିସ ଅଧିକାରୀ ଶ୍ରୀମତୀ ଭାରତୀ ନାଏକ ଓ ବରିଷ୍ଠ ସାମ୍ବାଦିକ ତଥା ଧରିତ୍ରୀ ର ଜିଲ୍ଲା ପ୍ରତିନିଧି ବିରେନ୍ଦ୍ର ଝାଙ୍କର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ କୃତୀ ଖେଳାଳି ଙ୍କୁ ପୁରସ୍କୃତ କରିଥିଲେ l ସିନିଅର ବିଭାଗ ରେ ଅର୍ଚ୍ଚନା ମହାନ୍ତି ଚାମ୍ପିଅନ ହୋଇଥିବା ବେଳେ ଜୁନିଅର୍ ବିଭାଗ ରେ ରିସିକା ଷlଣ୍ଢ ଚାମ୍ପିଅନ ହୋଇଥିଲେ ଲ

ସରକାରୀ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଙ୍କ ସଭାପତିତ୍ବ ରେ  ଅନୁଷ୍ଟିତ ଉଭୟ ଦିବସ ର ଏହି ସଭା କୁ ଶିକ୍ଷକ ସତ୍ୟା ନନ୍ଦ ବିଶ୍ଵାଳ ସଂଯୋଜନା କରିଥିଲେ l ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଓ ପି ପି ଏକାଡେମି, ପି ଆର ହାଇସ୍କୁଲ ର ଖେଳ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ସହଯୋଗ ରେ ଏହି କ୍ରୀଡ଼ା ଉତ୍ସବ ସଫଳ ହୋଇଥିବା ବେଳେ ଶିକ୍ଷକ କୃଷ୍ଣ ଚନ୍ଦ୍ର ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like