-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଜିଲ୍ଲା

ଅତାବିରା ମହାବିଦ୍ୟାଳୟ ରେ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର

06-Dec-2024



ଅତାବିରା!(ଆକାଶ ମିଶ୍ର): ଆକଶେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ  ଅତାବିରା  ମହାବିଦ୍ୟାଳୟରେ  ଆଜି  ଯୁକ୍ତ ତିନି ପ୍ରଥମ ବର୍ଷ ର  ଛାତ୍ରୀମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର  ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ର ଅଧ୍ୟକ୍ଷ ଅଶ୍ଵିନୀ କୁମାର ପ୍ରଧାନ ଙ୍କ  ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଟିତ ହୋଇଥିବା ଏହି ତାଲିମ୍ କାର୍ଯ୍ୟକ୍ରମ ରେ ମାଷ୍ଟର ଟ୍ରେନର ଭାବରେ  ସନେନା ବେସ୍ରା  ତାଲିମ ପ୍ରଦାନ କରିଥିଲେ।
  ଅଧ୍ୟକ୍ଷ ଶ୍ରୀ ପ୍ରଧାନ ଏହି ତାଲିମ ଶିବିର ଆୟୋଜନର ଆଭିମୁଖ୍ୟ ଉପରେ ଗୁରୁତ୍ୱାରୋପ କରି କହିଥିଲେ ଯେ  ମହିଳା ଓ ନାବାଳିକା ମାନେ ବିଭିନ୍ନ ସମୟରେ ସମ୍ମୁଖୀନ ହେଉଥିବା ବହୁବିଧ ସମସ୍ୟାକୁ ଦୃଷ୍ଟିରେ ରଖି ସେମାନଙ୍କ ସୁରକ୍ଷା ପାଇଁ ଶିକ୍ଷା ବିଭାଗ ପକ୍ଷରୁ  ଏପରି ପଦକ୍ଷେପ ନିଆଯାଇଛି। ସାଂପ୍ରତିକ ପରିସ୍ଥିତିରେ ଝିଅ ମାନେ ନିଜର ସୁରକ୍ଷା ପାଇଁ ଆତ୍ମ ସୁରକ୍ଷା କୌଶଳ ଶିକ୍ଷାଲାଭ କରି ମାନସିକ ଓ ଶାରିରୀକ ସ୍ତରରେ ବଳଶାଳୀ ହୋଇ ନିଜେ ନିଜର ରକ୍ଷକ ସାଜି ପାରିବା ରେ ସକ୍ଷମ ହୋଇପାରିବେ ବୋଲି  ଏହି ତାଲିମ ପ୍ରଦାନ କରାଯାଉଛି । ମହାବିଦ୍ୟାଳୟ ରେ  ଅନୁଷ୍ଟିତ ହୋଇଥିବା ଏହି ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିରରେ ଯୁକ୍ତ ତିନି ପ୍ରଥମ ବର୍ଷ  ର   ସମସ୍ତ ଛାତ୍ରୀ ପ୍ରଶିକ୍ଷଣ ନେଇଥିବା ଜଣାପଡିଛି । ଏହି କାର୍ଯ୍ୟକ୍ରମ ରେ ଉପଦେଷ୍ଟା ସନ୍ଧ୍ୟାରlଣୀ ଜେନା,ଗିରିଜା ବରିହା, ଅସ୍ମିତା ଛୁରିଆ,କ୍ରିଶ୍ନଞଳି ବିଶ୍ଵାଳ, ଗାୟତ୍ରୀ ପାଣ୍ଡିଆ ,ସୀମା ପ୍ରସାଦ ପ୍ରମୁଖ   ଭୂମିକା ଗ୍ରହଣ କରିଥିବା ବେଳେ କର୍ମଚାରୀ ଶେଫାଳୀ ଘୋଷ, ବ୍ୟାସ ରଣା ଓ  ଯlଜ୍ଞସିନି ବଗର୍ତ୍ତି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like