-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||     

HOME   ଅପରାଧ

ତିନି ବର୍ଷ ର ଶିଶୁ ସହ ଅପ୍ରାକୃତିକ ଯୌନ ସମ୍ପର୍କ ସ୍ଥାପନ କରିଥିବା ଯୁବକ ପୋଲିସ ହାତରେ ଗିରଫ ଗିରଫ

09-Jan-2021



ବଲାଙ୍ଗୀର,(ପ୍ରେରଣା ଖବର):ବଲାଙ୍ଗିର ସହରରେ ଜଣେ ଶିଶୁ ସହ ଯୌନ ସମ୍ପର୍କ ସ୍ଥାପନ କରିଥିବା ଘଟଣା ନେଇ ତୀଵ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ପୋଲିସ ଅଭିଯୁକ୍ତ କୁ ଗିରଫ କରିଛି।  ଜଣେ ୩ ବର୍ଷର ଶିଶୁଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ ସ୍ଥାପନ କରିବା ନେଇ  ଉତ୍ତରପ୍ରଦେଶର ଅବନିଶ ନାଏକ(୧୯) ନାମକ ଜଣେ ଯୁବକ ଜଣାପଡିଛି । ଏହି ଘଟଣା କୁ ନେଇ ବଲାଙ୍ଗିରରେ ତୀଵ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି ।

     ମିଳିଥିବା ସୂଚନା ଅନୁଯାୟୀ, ଅବନିଶଙ୍କ ଭଉଣୀ ଓ ଭିଣୋଇ ବଲାଙ୍ଗିରରେ ରହି ଚୁଡି ବ୍ୟବସାୟ କରିଥାନ୍ତି । ସେମାନେ ସହରରେ ଏକ ଭଡା ଘର ନେଇ ରହୁଛନ୍ତି । ତେବେ ଅବନିଶ କିଛି ଦିନ ହେଲା ବଲାଙ୍ଗିର ବୁଲିବାକୁ ଆସି ତାର ଭଉଣୀ ଘରେ ରହୁଥିଲା । ଉଭଣୀ ଭଡା ରହୁଥିବା ଘରର ମାଲିକଙ୍କ ୩ ବର୍ଷ ଶିଶୁ ସହିତ ଅବନିଶ ମିଳାମିଶା କରୁଥିଲା । ଘରେ କେହି ନଥିବାରୁ ସୁଯୋଗ ନେଇ ଅବନିଶ ଖେଳୁଥିବା ଶିଶୁକୁ ଘର ଭିତରକୁ ନେଇ ଅପ୍ରାକୃତ ଯୌନ ସମ୍ପର୍କ ରଖିଥିଲା । ତେବେ ଶିଶୁଟି କାନ୍ଦିବାରୁ ଅବନିଶ ଫେରାର ହୋଇ ଯାଇଥିଲା । ଶିଶୁଟି କାନ୍ଦିକାନ୍ଦି ମା’କୁ ଘଟଣା ସମ୍ପର୍କରେ କହିଥିଲା । ଏହାକୁ ନେଇ ପରିବାର ଲୋକେ ଟାଉନଥାନାକୁ ଆସି ଘଟଣା ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା ଓ ଫେରାର ଥିବା ଅଭିଯୁକ୍ତକୁ ଗିରଫ କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026

You Might Also Like