-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||     

HOME   ଜିଲ୍ଲା

ଆମ୍ବେଦକ୍ରାଇଟ ପାର୍ଟି ଅଫ୍ ଇଣ୍ଡିଆର ରାଜ୍ୟସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

09-Jan-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)-ସାମ୍ବାଦିକ ଭବନ ବଲାଙ୍ଗିର ଠାରେ ରାଜ୍ୟ ସଭାପତି ଦିନେଶ ନାଗଙ୍କ ସଭାପତିତ୍ୱରେ ଆମ୍ବେଦକ୍ରାଇଟ୍ ପାର୍ଟି ଅଫ୍ ଇଣ୍ଡିଆ (ଏପିଆଇ) ର ଏକ ଦିବସୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଓଡିଶାର ସମସ୍ତ ଜିଲ୍ଲାର ସଭାପତିଙ୍କ ସହିତ ରାଜ୍ୟ କାର୍ଯ୍ୟକାରିଣୀର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ବୈଠକରେ ଆଗାମୀ ୨୦୨୨ ପଂଚାୟତ ନିର୍ବାଚନରେ ଓଡିଶାର ସମସ୍ତ ଜିଲ୍ଲାରେ ନିର୍ବାଚନ ଲଢିା ପାଇଁ ନିତି ନିର୍ଦ୍ଧାରଣ କରାଗଲ । ତତ୍ ସହିତ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ବୁଥ ସ୍ତରରେ ସଂଗଠନକୁ ମଜଭୁତ କରିବା ପାଇଁ ରଣନିତି ତିଆରି କରାଯାଇଥିଲା । ବୈଠକରେ ନୂତନ ଭାବେ ବଲାଙ୍ଗିର ଜିଲ୍ଲା ସଭାପତି ଭାବେ ତରଣୀସେନ ଦୀପଙ୍କୁ ଦାୟିତ୍ୱ ଅର୍ପଣ କରାଗଲା । ବୈଠକରେ ଜାତୀୟ ସାଧାରଣ ସଂପାଦକ ବିଜୟ କୁମାର ବେହେରା, ରାଜ୍ୟ ପ୍ରଭାରୀ ଛବିଲାଲ ନିହାଲ, ଜିତେନ୍ଦ୍ର ସାହୁ, ବନମାଳି ମାଝି, ରାଜୁ କୂଳଦୀପ, ରମେଶ ମେହେର, ସନ୍ତୋଷ ଅଂଶଗ୍ରହଣ କରିଥିଲେ । ଶେଷରେ ବାଳ ଗୋପାଳ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026

You Might Also Like