-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   (28-Nov-2026)       ||      ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Nov-2026)       ||      GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   (28-Nov-2026)       ||      ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   (28-Nov-2026)       ||      *ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   (28-Nov-2026)       ||      ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   (28-Nov-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   (28-Nov-2026)       ||      ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   (28-Nov-2026)       ||      ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||     

HOME   ଜିଲ୍ଲା

ଜନବସତି ମଧ୍ୟରେ ସିମେଣ୍ଟ ଗୋଦାମ ଓ ପ୍ଲାଷ୍ଟିକ୍ କବାଡ଼ି ଦୋକାନ ଧୁଳିଗୁଣ୍ଡରେ ଅତିଷ୍ଟ ପୁଇଁତଳା ଗ୍ରାମର ନୂଆଁପଡ଼ା ଅଧିବାସୀ

16-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲା ପୁଇଁତଳା ବ୍ଳକ ଅନ୍ତର୍ଗତ ପୁଇଁତଳା ଗ୍ରାମର ନୂଆପଡା ରାସ୍ତା ଉପରେ ଗୋଟିଏ ପଟେ ସିମେଣ୍ଟ ଗୋଦାମ ର ସିମେଣ୍ଟ ଗୁଣ୍ଡ ଆଉ ଗୋଟିଏ ପଟେ ପ୍ଲାଷ୍ଟିକ କବାଡି ଖାନାର ପ୍ଲାଷ୍ଟିକ ଗୁଣ୍ଡ ଯୋଗୁଁ ଅତିଷ୍ଟ ହେଲେଣି ଗ୍ରାମବାସୀ ଯାହାକୁ ନେଇ ଲୋକଙ୍କ ଭିତରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି l ଘର ନିକଟରେ ଥିବା ସିମେଣ୍ଟ ଗୋଦାମ୍ ରହିଥିବା ଯୋଗୁଁ ସିମେଣ୍ଟ ଗୁଣ୍ଡରେ ଲୋକେ ଅତିଷ୍ଟ ହୋଇଗଲେଣି l ଏବେ ପୁଣି ପ୍ଲାଷ୍ଟିକ ଗୋଦାମରେ ମଧ୍ଯ ପ୍ଲାଷ୍ଟିକ ରି ସାଇକିଲିଂ ମେସିନ ଚଳାଇବା ଯୋଗୁ ପ୍ଲାଷ୍ଟିକ ଗୁଣ୍ଡ ସହ ଶବ୍ଦ ପ୍ରଦୂଷଣ ଯୋଗୁ ପିଲାଙ୍କ ପାଠ ପଢା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହେଉଛି I ସିମେଣ୍ଟ ଗୁଣ୍ଡ, ପ୍ଲାଷ୍ଟିକ ଗୁଣ୍ଡ ସବୁ ଆଡ଼େ   ପଡୁଛି,ଏପରିକି ଲୋକଙ୍କ ଖାଦ୍ୟ ପଦାର୍ଥ, ପିଇବା ପାଣିରେ ଉଡି ପଡୁଛି I ଯାହାଫଳରେ ପୁଇଁତଳା ଗାଁ ର ଅନେକ ଲୋକ ଚର୍ମ ରୋଗ, ଶ୍ୱାସ ଜନିତ ରୋଗ, କିଡିନୀ ରୋଗର ଶିକାର ହେଉଥିବା ଜଣାପଡିଛି I ସ୍ଥାନୀୟ ଲୋକେ ଦୋକାନ ମାଲିକଙ୍କୁ ଏ ନେଇ ବାରମ୍ବାର କହିବା  ପରେ  ବି ସେମାନେ କର୍ଣ୍ଣପାତ କରୁନାହାନ୍ତି l ତେବେ ଜନବସତି  ସ୍ଥାନ ରେ ସିମେଣ୍ଟ ଗୋଦାମ, ପ୍ଲାଷ୍ଟିକ ରି ସାଇକିଲିଂ ଗୋଦାମ ଖୋଲିବା ପାଇଁ ପ୍ରଶାସନ ପକ୍ଷରୁ କେମିତି ପାରମିଶନ  ମିଳିଲା ସେ ନେଇ ଜନସାଧାରଣଙ୍କ ମନରେ ପ୍ରଶ୍ନ ଉଠୁଛି l ଏପରିକି  ସେମାନେ ନିଜ ଘର ଦ୍ୱାର ଛାଡି  ଅନ୍ୟତ୍ର ରହିବାକୁ ମଧ୍ୟ ଇଛା  କଲେଣି l ତେଣୁ ସାମୁହିକ ସ୍ୱାର୍ଥ ତଥା ଶିଶୁମାନଙ୍କ ଉତ୍ତମ ସ୍ବାସ୍ଥ୍ୟ ଦୃଷ୍ଟିରୁ ଗାଁ ମଧ୍ୟରେ ଥିବା ଏହି ସିମେଣ୍ଟ ଗୋଦାମ, ପ୍ଲାଷ୍ଟିକ ରି ସାଇକିଲିଂ ଗୋଦାମକୁ ଅନ୍ୟତ୍ର ସ୍ଥାନାନ୍ତରିତ କରିବା ଜିଲ୍ଲାପ୍ରଶାସନ ଦୃଷ୍ଟି ଦେବାକୁ ପୁଇଁତଳା ଗ୍ରାମବାସୀ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Nov-2026
  ଜିଲ୍ଲା  
GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   28-Nov-2026
  ଜିଲ୍ଲା  
ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   28-Nov-2026
  ଜିଲ୍ଲା  
*ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   28-Nov-2026
  ଜିଲ୍ଲା  
ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   28-Nov-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   28-Nov-2026
  ଜିଲ୍ଲା  
ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   28-Nov-2026
  ଜିଲ୍ଲା  
ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   28-Nov-2026
  ଜିଲ୍ଲା  
*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   28-Nov-2026

You Might Also Like