-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ ସ୍ତରୀୟ ବ୍ରାହ୍ମଣ ସମାଜର ନୂତନ କର୍ମକର୍ତ୍ତା ମନୋନୟନ

18-Dec-2024



ବରପାଲି ( ସୁଦାମ ଦୀପ) 
ବରପାଲି ବ୍ଲକ୍‌ସ୍ତରୀୟ ସନାତନି ବ୍ରାହ୍ମଣ ସମାଜର ଏକ ଗୁରୁତ୍ବ ପୂର୍ଣ୍ଣ ବୈଠକ ବରପାଲି ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି।  ବୈଠକ ଆରମ୍ଭରୁ 
ପଣ୍ଡିତ ହେମନ୍ତ ମିଶ୍ରଙ୍କ ସହ ସାମୂହିକ ଭାବେ ଗାୟତ୍ରୀ ମନ୍ତ୍ର ପାଠ କରାଯାଇଥିଲା। ବିଗତ ବୈଠକର ବିବରଣୀ ସହ ସଂପାଦକ  ଦାମୋଦର ପଣ୍ଡା ପଠନ କରିଥିଲେ। ବର୍ତ୍ତମାନର କାର୍ଯ୍ୟକାରୀ କମିଟିକୁ ଭାଙ୍ଗି ନୂତନ କମିଟି ଗଠନ କରାଯାଇଛି। ସଭାପତି ପଣ୍ଡିତ କୃଷ୍ଣଚନ୍ଦ୍ର ଦେବତା, କାର୍ଯ୍ୟକାରୀ ସଭାପତି ନରେନ୍ଦ୍ର କୁମାର ହୋତା, ଉପ-ସଭାପତି  ବାଳକୃଷ୍ଣ ପୁଝାରୀ ଏବଂ  ଲୋକନାଥ ତ୍ରିପାଠୀ, ସାଧାରଣ ସମ୍ପାଦକ ଅରୁଣ କୁମାର ପଣ୍ଡା, ସଂପାଦକ  ଦାମୋଦର ପଣ୍ଡା ଓ  କଲ୍ୟାଣ ଚାନ୍ଦ, କୋଷାଧ୍ୟକ୍ଷ ଅଜିତ ଦାଶ, ସହ-କୋଷାଧ୍ୟକ୍ଷ ଭାବେ ନିରଞ୍ଜନ ଦାଶ ମନୋନୀତ ହୋଇଥିବା ବେଳେ ନୂତନ ଉପଦେଷ୍ଟା ମଣ୍ଡଳୀରେ ପଣ୍ଡିତ ହେମନ୍ତ ମିଶ୍ର, ସଦାନନ୍ଦ ଦାଶ, ଯୋଗେଶ ଦାଶ, ଆଶୋକ ଦାଶ,  ଶରତ ପାଣିଗ୍ରାହୀ, ରମାକାନ୍ତ ତ୍ରିପାଠୀ, ସୁରେଶ କୁମାର ଶତପଥି , ଭାଗ୍ୟଧର ମିଶ୍ର, ରମେଶ କର, ପିନାକୀ ଦାଶ, ମାନଭଞ୍ଜନ ଦାଶ,  ଧର୍ମରାଜ ତ୍ରିପାଠୀ, ପଞ୍ଚାନନ ପାଣିଗ୍ରାହୀ, ହୃଦାନନ୍ଦ ଦାଶ, ମେଘନାଦ ମିଶ୍ର ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   28-Nov-2026
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026

You Might Also Like