-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଘ ବିଜେପୁର ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

19-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇ ପଦର ବୃଦ୍ଧା ଶ୍ରମ ଠାରେ ଆଜି ବରିଷ୍ଠ ନାଗରିକ ସଂଘ ବିଜେପୁର ପକ୍ଷରୁ ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏପରିପ୍ରେକ୍ଷୀରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବରିଷ୍ଠ ନାଗରିକ କମିଟିର ଉପଦେଷ୍ଟା ଡ. ତହସିଲ ସାହୁ,ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡ଼ା ସୁଶାନ୍ତ ମେହେର, ବରିଷ୍ଠ ନାଗରିକ କମିଟିର ସଭାପତି ନବକିଶୋର ସାହୁ, ବୃଦ୍ଧା ଶ୍ରମର ପରିଚାଳକ ଜଳନ୍ଧର ପଟେଲ ଯୋଗଦାନ କରି ବୃଦ୍ଧା ଶ୍ରମର ଅନ୍ତେବାସୀଙ୍କ ମନୋବଳ ବଢାଇଥିଲେ।ମୁଖ୍ୟ ଅତିଥି ଶ୍ରୀମାନ ଗଡତୀୟା ବରିଷ୍ଠ ନାଗରିକ ମାନଙ୍କ ସେବା ପ୍ରତ୍ୟେକ ମଣିଷର କର୍ତ୍ତବ୍ୟ, ତାଙ୍କ ସୁ-ଯତ୍ନ ଉପରେ ମତବ୍ୟକ୍ତ କରିଥିଲେ। ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟ ଅତିଥିଙ୍କୁ ମାନପତ୍ର ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବରିଷ୍ଠ ନାଗରିକ ଯୋଗେଶ ଚନ୍ଦ୍ର ମେହେର ମଞ୍ଚାସୀନ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ, ମାନପତ୍ର ପଠନ କରିଥିଲେ ପ୍ରେମରାଜ ପଟେଲ। ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ତଥା ବରିଷ୍ଠ ନାଗରିକ ସଂଘର ସଦସ୍ୟା ସୁଶ୍ରୀ ପ୍ରତୀମା ଗୁରୁଙ୍କ ସଂଯୋଜନାର ଅନୁଷ୍ଠିତ କାର୍ଯ୍ୟକ୍ରମ ଖୁବ୍ ସୁଚାରୁରୂପେ ସମ୍ପାଦନ ହୋଇଥିବା ବେଳେ ଶେଷରେ ବରିଷ୍ଠ ନାଗରିକ ସଂଘର ସଦସ୍ୟ ଶ୍ରୀଯୁକ୍ତ ପ୍ରଦୀପ ଗୁରୁ ଧନ୍ୟବାଦ ଅର୍ପଣ କଲାପରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ବୃଦ୍ଧା ଶ୍ରମର ସମସ୍ତ ଅନ୍ତେବାସୀଙ୍କ ଟିକିନିଖି ଭାବେ ସ୍ୱାସ୍ଥ୍ୟ ପରିକ୍ଷା କଲାପରେ ଡ଼ାକ୍ତରଙ୍କ ପରାମର୍ଶ କ୍ରମେ କର୍ମଚାରୀ ମାନେ ନାମୀଦାମୀ ଔଷଧ ବଣ୍ଟନ କରି ଔଷଧ ଖାଇବା ସମୟ ଉପରେ ସଚେତନ କରାଇଥିଲେ। ସ୍ୱାସ୍ଥ୍ୟ ଶିବିରକୁ ଡ଼ା.ସୁଶାନ୍ତ ମେହେର,ଡା.ତହସିଲ ସାହୁ,ବ୍ଳକ ଜନସ୍ୱାସ୍ଥ୍ୟ ଅଧିକାରୀ ସୁଦାମ ପାଣିଗ୍ରାହୀ,ସମଲେପଦର ସି.ଏଚ.ଓ ସୁଶ୍ରୀ କ୍ରିଷ୍ଣା ରାଉତ, ଏସଟିଏସ ଦେବାଶିଷ ଦେବତା,ନିବାର କୁମାରିଆ, ଲଙ୍କା ଦେବୀ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026

You Might Also Like