-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ବୋଡ଼େନ ପୋଲିସ କୁ ଏକ ସଫଳତା, ସାଇବର ଠକେଇ ପର୍ଦ୍ଦାଫାଶ, ଜଣେ ଗିରଫ

19-Dec-2024



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲା ବୋଡ଼େନ ପୋଲିସ କୁ ଏକ ସଫଳତା, ସାଇବର ଠକେଇ ପର୍ଦ୍ଦାଫାଶ, ୧ଲକ୍ଷ ୭୧ ହଜାର ଟଙ୍କା ବ୍ୟାଙ୍କ୍ ଏକାଉଣ୍ଟ୍ ରୁ ଗାୟବ ହୋଇ ଆମାଯୋନ୍ ଏକାଉଣ୍ଟ୍ କୁ ଟ୍ରାନ୍ସଫର ପରେ ଏମାଜନ ରୁ ଗିଫଟ କାର୍ଡ କ୍ରୟ କରିଥିଲେ। ଘଟଣା ରୁ ପ୍ରକାଶ ଯେ ସିନାପାଲି ବ୍ଲକ୍ ବରଗାଁ ଗ୍ରାମ ନିବାସୀ ଭାବେଶ ମେହେର ମାନକ ବ୍ୟକ୍ତି ଙ୍କ ପାଖକୁ ଏକ  ୬ ତାରିଖ ଦିନ ଏକ ମେସେଜ ଆସିଥିଲା। ମେସେଜ ପରେ ୭ ତାରିଖ ଦିନ ତାଙ୍କ ପାଖକୁ ଏକ ଲିଙ୍କ ମେସେଜ ଆସିଥିବା ଦେଖି ସେ ତାକୁ କ୍ଲିକ କରିଥିଲେ। ଫଳରେ ୭ ଡିସେମ୍ବର  ଏବଂ ୮ ଡିସେମ୍ବର ଦୁଇ ଦିନ ମଧ୍ୟରେ ତାଙ୍କ ବ୍ୟାଙ୍କ୍ ପାସ ବହି ରୁ ୧ ଲକ୍ଷ ୭୧ ହଜାର ଟଙ୍କା  ଉଠାଣ ହୋଇଅଛି। ଏହି ଘଟଣା ନେଇ ଗତ ୧୩ ତାରିଖ ଦିନ ବୋଡ଼େନ ପୋଲିସ କୁ ଲିଖିତ ଜଣାଇଥିଲେ। ଏହି ଘଟଣା ନେଇ ପୋଲିସ ଖୋଳତାଡ କରିଥିଲେ। ତାଙ୍କ ଏକାଉଣ୍ଟ୍ ରୁ ଟଙ୍କା ଦୁଇ ଥର ଏକ ଏମାଜନ୍ ଏକାଉଣ୍ଟ୍ କୁ ଯାଇଥିଲା। ସେଠାରୁ ସେ ଗିଫ୍ଟ କାର୍ଡ କ୍ରୟ କରିଥିଲେ।ପୋଲିସ ତଦନ୍ତ ପରେ ଅଭିଯୁକ୍ତ ଙ୍କୁ ଗିରଫ କରିଛନ୍ତି। ଘଟଣା ରେ ଜଣେ  ଅଭିଯୁକ୍ତ ଙ୍କୁ ପୋଲିସ ଗିରଫ କରିଥିବା ପୋଲିସ ଏସପି ରାଘବେନ୍ଦ୍ର ଗୁଣ୍ଡାଲା ରେଡ୍ଡୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସଜାଗ ରହିବାକୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026

You Might Also Like