-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||     

HOME   ଜିଲ୍ଲା

ରଣ୍ଡା ସରକାରୀ ଉଚ୍ଚବିଦ୍ୟାଳୟରେ ବାର୍ଷିକକ୍ରୀଡାଉତ୍ସବ ଉଦଯାପିତ

20-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ରଣ୍ଡା ସରକାରୀ ଉଚ୍ଚବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଦୀପାଞ୍ଜଳି ଯୋଷୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ସଭାରେ ବିଦ୍ୟାଳୟର ଏସଏମସି ସଭାପତି ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ। ସ୍କୁଲର ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ୪ବର୍ଗରେ ବିଭକ୍ତ କରାଯାଇ ୨୪ଟି ପ୍ରତିଯୋଗୀତା କରାଯାଇଥିଲା ।  ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ରଣ୍ଡା ସରପଞ୍ଚ ବିଦ୍ୟୁତ ମାଝୀ, ସମ୍ମାନୀତ ଅତିଥି ଭାବରେ ସୁଦାମ ନନ୍ଦ, ବୀରଭଦ୍ର ସିଂହ, ରାଜକିଶୋର ହିଆଲ ଓ ସ୍କୁଲର ଏସଏମସି ସଭ୍ୟ/ସଭ୍ୟାମାନେ ଯୋଗ ଦେଇଥିଲେ। ଖେଳ ଶିକ୍ଷୟିତ୍ରୀ ରଶ୍ମୀରେଖା ମହନ୍ତ ଖେଳ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ଦୁର୍ଗା ନାୟାର, ରଶ୍ମିତା ପଧାନ, ଅନୀତା ମାଝୀ, ବବିତା ବେହେରା, ଦିପ୍ତିମୟୀ ପଣ୍ଡା, ଅଲ୍ପନା ପ୍ରୀୟଦର୍ଶିନୀ ଜେନା, ମନସା ହୋତା, ସିପିକା ସ୍ୱାଇଁ, ବବିତା ତନ୍ତୀ ଶିକ୍ଷକ ମନୀଷ ବେହେରା, ବାଦଲ ପଟୁଆ, ପରିକ୍ଷିତ ପଧାନ ପ୍ରମୁଖ ଖେଳ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026

You Might Also Like