-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀ ୧୯୮୦ ମେଟ୍ରିକ୍ ବ୍ୟାଚ୍ ର ବନ୍ଧୁମିଳନ

20-Dec-2024



ବଲାଙ୍ଗିର(ପ୍ରେରଣା ଖବର): ପତିତପାବନ ଏକାଡେମୀ ୧୯୮୦ ମେଟ୍ରିକ୍ ବ୍ୟାଚ ର ବନ୍ଧୁମିଳନ ସ୍ଥାନୀୟ କଦଳିମୁଣ୍ଡା ନର୍ସରୀ ଠାରେ ଅନୁଷ୍ଠିତ ହୋଇଯାଇଛି।ପ୍ରଥମେ ଦିବଂଗତ ବନ୍ଧୁ ମାନଙ୍କ ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା।ଗୋଟିଏ ପଟେ ୬୪ ବର୍ଷ ପୂର୍ତ୍ତି ଉପଲକ୍ଷେ ପତିତପାବନ ଏକାଡେମୀ ବିଦ୍ୟାଲୟ ର ହୀରକ ଜୟନ୍ତୀ ପାଳନ ଚାଲିଥିବା ବେଳେ ଅନ୍ୟପଟେଏହି ସ୍କୁଲ ର ୧୯୮୦ ମେଟ୍ରିକ୍ ବେଚ୍ ର ଛାତ୍ର ମାନଙ୍କୁ ୬୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ଅବିସ୍ମରଣୀୟ ବନ୍ଧୁ ମିଳନ ମହାଆଡମ୍ବରରେ ପାଳିତ ହୋଇଯାଇଛି।ଏହି ବନ୍ଧୁମିଳନ ର ଅୟମାରମ୍ଭ କରିଥିବା ଦିବଂଗତ ସୁଜନ ବିହାରୀ ମହାନ୍ତି ଙ୍କୁ ସଭିଏଁ ମନେ ପକାଇ ତାଙ୍କର ସ୍ମୃତି ଚାରଣ

କରିଥିଲେ।ବିଗତ ବର୍ଷ ମାନଙ୍କରେ ବନ୍ଧୁ ସନ୍ତୋଷ ସାହୁ ଉତ୍ସାହ ର ସହ ବନ୍ଧୁମିଳନ ର ଆୟୋଜନ କରି ସମସ୍ତଙ୍କୁ ଏକତ୍ରିତ କରୁଥିଲେ।ଚଳିତ ବର୍ଷ ବନ୍ଧୁ ଅମିୟ ମିଶ୍ରଙ୍କ ତତ୍ତ୍ଵାବଧାନରେ ବହୁତ୍ ସୁନ୍ଦର୍ ଏବଂ ଉତ୍ସାହ ର ସହ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି।ଏହି ବନ୍ଧୁମିଳନ ରେ ସମସ୍ତ ଛାତ୍ର ବିତିଯାଇଥିବା ସ୍କୁଲ ସମୟର ଅନେକ ସ୍ମୃତି କୁ ମନେ ପକାଇ ନିଜକୁ କିଛି ସମୟ ପାଇଁ ପୂର୍ବ ସମୟକୁ ଫେରି ଯାଇଥିଲେ।ନିଜ ନିଜ ଭିତରେ ଭାବ ପ୍ରବଣ ହୋଇଯାଇଥିଲେ।ଏହି ଅବସରରେ ଦୂର ଦୂରାନ୍ତରୁ ଅନେକ ବନ୍ଧୁ ଆସି ଯୋଗଦାନ କରି ନିଜକୁ ଧନ୍ୟ ମନେ କରିଥିଲେ।ଆଜିର ବନ୍ଧୁମିଳନ ଉତ୍ସବ ରେ ଅମିୟ,ଜବର୍

ସିଂ,  ପ୍ରଦୀପ,ପୁରୁଷୋତ୍ତମ, ଜୟରାଜ୍, ଆଶିଷ,ଶରତ,ସନ୍ତୋଷ ସାହୁ, ସନ୍ତୋଷ ନାୟକ, ସୁଦୀପ୍ତ, ସୁଧୀର, ଘନ, ଜନ୍ମେଜୟ, ଭରତ, ସୁରେଶ, କିଶୋର, ଅନନ୍ତ, ଭିକାରୀ, ନୀଳମଣି, ରାଜେନ୍ଦ୍ର, ସୁଦାମ(A), ସୁଦାମ (B),ଶ୍ୟାମ,ରମେଶ ଅଗ୍ରୱାଲ, ପ୍ରଣବ,ବିମଳ,ସଞ୍ଜୟ,ଉମା,ରମେଶ, କୈଳାସ, ବିଜୟ, ବାସୁଦେବ,ବିଷ୍ଣୁ, ଦେବରାଜ,ସରୋଜ,ସରୋଜ ପଣ୍ଡା, ରାଜ କିଶୋର,ମହେନ୍ଦ୍ର ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like