-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ଲଲିତ ମୋହନ ପାଣୀ ପ୍ରଥମ ଶ୍ରାଦ୍ଧବାର୍ଷିକୀ

20-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ପୁରେନା ଗ୍ରାମର ଯୁବ ସାମ୍ବାଦିକ ନିରୋଜ କୁମାର ପାଣୀଙ୍କ ପିତା ସ୍ୱର୍ଗତ ଲଲିତ ମୋହନ ପାଣୀଙ୍କ ଶୁକ୍ରବାର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଉତ୍ସବ ପାଳିତ ହୋଇ ଯାଇଛି। ଏଥିରେ ସ୍ୱର୍ଗତ ଶ୍ରୀ ପାଣୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ତାଙ୍କର ସ୍ମୃତି ଚାରଣ କରାଯାଇଥିଲା। ସ୍ୱର୍ଗତ ପାଣୀ ଜଣେ ପରୋପକାରୀ,ଭୁଦାନ ସଂଗ୍ରାମ,ଗାଁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସହ ଜଡ଼ିତ ରହି ଜଗନ୍ନାଥ ମନ୍ଦିର ନିର୍ମାଣ ରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ। ସେ ଜଣେ ସମାଜସେବୀ ଭାବରେ ଅଞ୍ଚଳରେ ବେଶ ଜଣା ଶୁଣାଥିଲେ। ସେ ମାନବ ସେବା ହିଁ ମାଧବ ସେବାରେ ଜୀବନ ବ୍ୟାପି ବ୍ରତ ରହି ଗରିବ ରୋଗୀ ମାନଙ୍କୁ ନିଜ ଖର୍ଚ୍ଚରେ ଔଷଧ ପତ୍ର ଯୋଗାଇ ଦେବ ଥିବା ବେଳେ ଶିକ୍ଷା ପ୍ରତି ଗୁରୁତ୍ବ ଦେବା ସହ ନିଜ ଗାଁ ତଥା ସ୍କୁଲ ର ଉନ୍ନତି ଦିଗରେ ବେଶ୍ ଯତ୍ନବାନ ଥିଲେ। ସ୍ୱର୍ଗତ ପାଣୀ ତିନି ଦଶଦ୍ଧି ଯୁଗ ପୁରୁଷ ସମାଜସେବୀ ସାମ୍ବାଦିକ ସ୍ବର୍ଗତ ଭଗବାନ ପାଣୀଙ୍କ ଏକ ମାତ୍ର ପୁତ୍ର ଅଟନ୍ତି। ଅନୁଷ୍ଠିତ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାଞ୍ଜଳୀ ଉତ୍ସବରେ ସାମ୍ବାଦିକ ରମେଶ ବାରିକ,ସୁରଥ ସାହୁ,ଧିରେନ ମହାନ୍ତି,ମାନସ ନାଏକ, ଗୋରେଖନାଥ ବରିହା,ଡଃ ଲମ୍ବୋଦର ପଣ୍ଡା,ସରୋଜ ସାମଲ ,ଡଃ ବିଶ୍ଵନାଥ ବେହେରା, ନୃସିଂହ ପଟ୍ଟନାୟକ, ମନୋଜ ମେହେର, ଡଃ ବୁଲୁ ବାରିକ, ଦୁଷ୍ମନ୍ତ ଖମାରୀ, ବ୍ରଜକିଶୋର ଜେନା, ନରେନ୍ଦ୍ର ମହାନ୍ତି, ରାଜେନ୍ଦ୍ର ସେଠ, ଇନ୍ଦ୍ରଜିତ ଭୋଇ, ଡଃ ଦେବଦତ୍ତ ମହାନ୍ତି,ବିଜୟ ମହାନ୍ତି,ଗୋପାଳ ପାଣ୍ତେ,ଦିବ୍ଯ ହଂସ,ଗୋବିନ୍ଦ ପଟେଲ,ପ୍ରଭାତୀ ପଟ୍ଟନାୟକ ପ୍ରମୁଖ ଙ୍କ ସହ ଗ୍ରାମବାସୀ ମାନେ ଉପସ୍ଥିତ ସ୍ମୁତି ଚାରଣ ସହ ପୁଷ୍ପାଞ୍ଜଳୀ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like