-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||     

HOME   ଜିଲ୍ଲା

ସମ୍ବଲପୁର ରେ ସ୍ଥାପନା ହେବେ ଡଫ୍ଲର ପାଣିପାଗ ରାଡାର*

22-Dec-2024




     ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ) - ସମ୍ବଲପୁର ସହର ଉପକଣ୍ଠ ଜମାଦାରପାଲି ବିମନ୍ ବନ୍ଦର ନିକଟରେ ରହିଥିବା ପାଣିପାଗ ବିଭାଗ ର କାର୍ଯ୍ୟଳୟ ରେ ଏକ ଅତ୍ୟାଧୁନିକ ଜ୍ଞାନ କୌଶଳ ଯୁକ୍ତ ଡଫ୍ଲର ରାଡ଼ାର ସ୍ଥାପନା ହେବାକୁ ଯାଉଛି । ଆସନ୍ତା ୨୨ ତାରିଖ ରେ ଓଡ଼ିଶା ସରକାର ଙ୍କ ର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଙ୍କ କରକମଳ ରେ ଏହି ଡଫ୍ଲର ପାଣିପାଗ ରାଡାର ସ୍ଥାପନା ର ଶୁଭାରମ୍ଭ ହେବାକୁ ସ୍ଥିରୀକୃତ ହୋଇଛି । ଏଥିରେ ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲ, ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର୍ ତଥା ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଓ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀ ମାନେ ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି । ପ୍ରାୟ ପାଞ୍ଚ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଡଫ୍ଲର ପାଣିପାଗ ରାଡାର ସ୍ଥାପନା ଫଳରେ ଅଞ୍ଚଳ ରେ ପାଣିପାଗ ର ପୂର୍ବାନୁମାନ ଅଧୁକ୍ ସଠିକ୍ ଓ ତ୍ୱରିତ ହୋଇ ପାରିବ ବୋଲି ବିଶେଷଜ୍ଞ ମାନେ ମତ ଦେଇଛନ୍ତି । ଭୁବନେଶ୍ଵର ରୁ ଆସିଥିବା ପାଣିପାଗ ବିଭାଗ ର ବିଭାଗୀୟ ଅଧିକାରୀ ମାନେ କାର୍ଯ୍ୟକ୍ରମ ରେ ଉପସ୍ଥିତ ସାମ୍ବାଦିକ ମାନଙ୍କୁ ଏହି ଡଫ୍ଲର ପାଣିପାଗ ରାଡାର ସମ୍ପର୍କ ସବିଶେଷ ତଥ୍ୟ ଦେଇ ଡଫ୍ଲର ପାଣିପାଗ ରାଡାର ର କାର୍ଯ୍ୟକାରିତା ବିଷୟରେ ଅବଗତ କରାଇବେ ବୋଲି ବିଜେପି କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ସୁଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026

You Might Also Like