-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||     

HOME   ଜିଲ୍ଲା

*ଜଳ ସମ୍ପଦ ବିଭାଗ ପକ୍ଷ ରୁ ପାଣିପଞ୍ଚାୟତ ପକ୍ଷ ପାଳିତ, ଜଳ ସୁଷମ ବଣ୍ଟନରେ ଗୁରୁତ୍ଵ ଦେଇ ଜଳ ଅପବ୍ୟବହାର ରୋକିବାକୁ ଆହ୍ବାନ*

22-Dec-2024



(ଡୋଲେଶ୍ୱର ବାଗ )
ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ କାର୍ଯ୍ୟାଳୟ ପରିସର ମଧ୍ୟରେ  ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଏହି ପକ୍ଷ ରେ ମୁଖ୍ୟ ଅତିଥି ରୂପେ ଖଡିଆଳ ବିଧାୟକ ଅଧିରାଜ୍ ପାଣିଗ୍ରାହୀ ଯୋଗ ଦେଇ ଜଳ ସୁଷମ ବଣ୍ଟନ ସହ ୭୦ ଗୋଟି ପାଣି ପଞ୍ଚାୟତ କୁ ସିଧା ସଳଖ ତାଙ୍କ ସହାୟତା ରାଶି ପ୍ରଦାନ ପାଇଁ ଆହ୍ବାନ କରିଥିଲେ। ଏହି ପ୍ରକଳ୍ପ ରୁ ମାତ୍ର ୩୨ ଗୋଟି ପାଣି ପଞ୍ଚାୟତ କୁ ଆର୍ଥିକ ଅନୁଦାନ ପ୍ରଦାନ ହୋଇଥିବା ପ୍ରକାଶ କରିଛନ୍ତି। ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ ରଂଜନ ଜୟପୁରିଆ ଅଧ୍ୟକ୍ଷତା କରିଥିବା ବେଳେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ସ୍ବତନ୍ତ୍ର ଅତିଥି ରୂପେ ଯୋଗ ଦେଇ କୃଷକ ମାନେ ଜଳ ବଣ୍ଟନ ଏବଂ  ରବି ରେ ଅଳ୍ପ ଦିନ ଧାନ ଚାଷ ପାଇଁ ଆହ୍ବାନ କରି ଧାନର ବିକଳ୍ପ ଚାଷ କରିବାକୁ ଉତ୍ସାହିତ କରିଥିଲେ। ସଭାରେ ବ୍ଲକ ଅଧ୍ୟକ୍ଷ ପୁଷ୍ପାଞ୍ଜଳୀ ନନ୍ଦ, ନଗର ଅଧ୍ୟକ୍ଷ ଉଜ୍ଜଳ ଗୁପ୍ତା, ବ୍ଲକ ଉପାଧ୍ୟକ୍ଷ ଗୌତମ ତାଣ୍ଡି,ସାଂସଦ ପ୍ରତିନିଧି ମେଘ, ପେକ୍ସ କମିଟି ସଭାପତି ନିଲେସ ମେହେର, ସମ୍ପାଦକ ସୁଶାନ୍ତ ବିଶି, କୋଷାଧ୍ୟକ୍ଷ ପ୍ରମୁଖ ଯୋଗ ଦେଇଥିଲେ। ଏହି ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତା ରେ କୃତି ଛାତ୍ର ଛାତ୍ରୀଙ୍କୁ ଅତିଥି ପୁରସ୍କାର ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026

You Might Also Like