-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||     

HOME   ଜିଲ୍ଲା

ଭରସୂଜା ସରସ୍ଵତୀ ଶିଶୁମନ୍ଦିର ର ଉନ୍ନବିଂଶ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

23-Dec-2024



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ସରସ୍ଵତୀ ଶିଶୁ ମନ୍ଦିର ର ଉନବିଂଶ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବ ରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ କଲ୍ୟାଣ ବିଭାଗମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ୟାମ ମେହେର, ଲୋଇସିଂହା କଲେଜ ର ଅବସର ଅଧ୍ୟାପକ କାହୁଁଚରଣ ଦର୍ଜି , ସଭାପତି ସୁଶିଲ ଭୋଇ , ପ୍ରଧାନ ଆଚାର୍ଯ୍ୟ ପରମେଶ୍ବର ଯୁଆଡି, ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିଲେ l ଏହି ଉତ୍ସବ କୁ ଶିଶୁମନ୍ଦିର ର ଆଚାର୍ଯ୍ୟ ଜଗଦାନନ୍ଦ ବିଶ୍ଵାଳ ପରିଚାଳନା କରିଥିଲେ l ମୁଖ୍ୟଅତିଥି ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କୁ କମିଟି, ଆଚାର୍ଯ୍ୟ ଙ୍କ ଅନୁରୋଧ କ୍ରମେ ୨ ଟି ଅତିରିକ୍ତ ଶ୍ରେଣୀ କୋଠରୀ ସହିତ ସ୍ମାର୍ଟ ବ୍ଲାକ ବୋର୍ଡ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ l

ଚଳିତ ବର୍ଷ କ୍ରୀଡା ପ୍ରତିଯୋଗିତା ରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରା ଯାଇଥିଲା l ଆଜିର କାର୍ଯ୍ୟକ୍ରମ ରେ କମିଟି ଓ ଶିଶୁ ମନ୍ଦିର ର ତଥା ସ୍ଵେଚ୍ଛ।ସେବୀ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ ନିରୁପମା ପଧାନ , ଝରଣୀପାଲି ପୂର୍ବତନ ସରପଞ୍ଚ ହୀରାମଣି ସାହୁ , ଦିଲ୍ଲୀପ ପାଠି , ବିରସେନ ସାହୁ , ସୁବାସ ସାହୁ , ଅନ୍ତର୍ଯ୍ୟାମୀ ଭୋଇ, ରାଜୀବ ଲୋଚନ ଭୋଇ , ଗୁରୁଜୀ ,ଗୁରୁ ମା , ଅଭିଭାବକ ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ଏହା ସହିତ ଶିଶୁ ମନ୍ଦିର ର କର୍ମଚାରି , ଅଣ କର୍ମଚାରି , ଛାତ୍ର , ଛାତ୍ରୀ ଙ୍କ ଉତ୍ସାହ ଓ ଉଦ୍ଦୀପନାର ର ବାତାବରଣ ପରିଲକ୍ଷିତ ହେଉଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026

You Might Also Like