-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ କ୍ଷୁଦ୍ର ଶସ୍ୟ ସଂଗ୍ରହ ନିମନ୍ତେ ପ୍ରସ୍ତୁତି ବୈଠକ

23-Dec-2024



ବୌଦ୍ଧ/ହରଭଙ୍ଗା(ଦେବବ୍ରତ ଦାଶ ଙ୍କ ରିପୋର୍ଟ):- କୃଷି ଭିତ୍ତିକ ବୌଦ୍ଧଜିଲ୍ଲାରେ ଧାନ ଚାଷ ସହିତ ଅଣଧାନ ଫସଲ   ରବିଜାତୀୟ ଫସଲର ଏକ ବିରାଟ ସମ୍ଭାବନା ରହିଛି  । ବିଗତ କିଛି ବର୍ଷ ହେଲା ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ଷୁଦ୍ର ଶସ୍ୟର ଚାଷ ବୃଦ୍ଧି ପାଇବାରେ ଲାଗିଛି  । ମୁଗ, ବିରି, କୋଳଥ, ମାଣ୍ଡିଆ,ଯନା,କାଙ୍ଗଲା ଭଳି ରବି ଫସଲ ତଥା କ୍ଷୁଦ୍ର ଶସ୍ୟ ସମେତ କପା ଚାଷ କରି ଚାଷୀ ବେଶ ଆର୍ଥିକ ସ୍ୱାବଲମ୍ବୀ ହୋଇପାରୁଛନ୍ତି  । ଚଳିତବର୍ଷ ଏଭଳି କ୍ଷୁଦ୍ର ଶସ୍ୟ, ରବି ଫସଲ ତଥା କପାର ଉପଯୁକ୍ତ ମୂଲ୍ୟ ଚାଷୀ କିଭଳି ପାଇବେ ସେନେଇ ଜିଲ୍ଲା ପ୍ରଶାସନ ତଥା କୃଷି ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ମିଳିଛି  । ଏନେଇ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅତିଥି ରୂପେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ସାଂସଦ ପ୍ରତିନିଧି ଯୁଗଳ କିଶୋର ସାମଲ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ତଥା ସମସ୍ତ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ  । ଅନୁଷ୍ଠିତ ଏହି ସ୍ୱତନ୍ତ୍ର ବୈଠକରେ ଚାଷୀଙ୍କ ଆର୍ଥିକ ଅଭିବୃଦ୍ଧି ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ସଂପର୍କରେ ଆଲୋଚନା କରାଯାଇଥିଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026

You Might Also Like