-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||     

HOME   ଜିଲ୍ଲା

"ସେବା ଫର ଡିଜାବ୍ଲିଟି" ତରଫରୁ ଅସହାୟ ଙ୍କୁ କମ୍ବଳ ବଣ୍ଟନ

23-Dec-2024



ତୁଷୁରା  (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ର ଭିନ୍ନକ୍ଷମ ମାନଙ୍କୁ ନେଇ ଗଠିତ "ସେବା ଫର ଡିଜାବ୍ଲିଟି" ଚାରି ଟେବୁଲ ଟ୍ରଷ୍ଟ ତରଫରୁ ଗତ ୪ ବର୍ଷ ହେଲା ଅସହାୟ ଭିନ୍ନକ୍ଷମ ଏବଂ ବୃଦ୍ଧା ପିତାମାତା ମାନଙ୍କ ମୁହଁରେ ଟିକେ ହସ ଦେବାପାଇଁ ପ୍ରୟାସ ଜାରି ରହିଛି।ଏହି ଟ୍ରଷ୍ଟ ର ସଭାପତି ଶମ୍ଭୁ ପ୍ରସାଦ ସାହୁ ସିଟି ଏବଂ ଓଟିଇଟି ପାସ କରି ଶିକ୍ଷକତା ଛାଡି ସେବା ମନୋବୃତ୍ତି ନେଇ ଗାଁ ଗାଁ ବୁଲି ଭିନ୍ନକ୍ଷମ ଏବଂ ବୃଦ୍ଧା ପିତାମାତା ଙ୍କ ମୁହଁ ରେ ଟିକେ ହସ ଦେବାପାଇଁ ପ୍ରୟାସ ଜାରି ରଖିଛନ୍ତି। କରୋନା ସମୟରେ ଲୋକେ ଘରୁ ବାହାରକୁ ବାହାରିବା ପାଇଁ ଭୟ କରୁଥିବା ସମୟରେ ଶ୍ରୀ  ସାହୁ ନିଜେ ଲୋକଙ୍କ ସେବା କରିବାପାଇଁ ତୁଷୁରା ଏନଏସିର  ଗଳିକନ୍ଦି ରେ ଥିବା ଡ୍ରେନ ମାନଙ୍କରେ ବ୍ଲିଚିଙ୍ଗ ପାଉଡର ପକାଇ ସେନିଟାଇଜର କରିବା ସହିତ ମାକ୍ସ ବଣ୍ଟନ ଏବଂ ଅନେକ ଭୋକିଲା ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ। ତା ସହିତ ବର୍ଷା ଦିନେ ଛତା,ଶୀତ ଦିନେ କମ୍ବଳ,ଖରା ଦିନେ ଜୋତା ବଣ୍ଟନ କରୁଛନ୍ତି। ଏବଂ ଯେଉଁ ଠାରେ ମୂକ ବଧିର ଶିଶୁ ମାନେ ଶିକ୍ଷା ପାଇବାରୁ ବଞ୍ଚିତ ହେଉଛନ୍ତି ସେମାନଙ୍କ ପାଖକୁ ପହଞ୍ଚି ସାଇନଲାଙ୍ଗୁଏଜ ରେ ଶିକ୍ଷାଦାନ ଦେଉଛନ୍ତି।କିନ୍ତୁ ଦୁଃଖର କଥା ଓଡିଶା ସରକାର କି ଜିଲ୍ଲା ପ୍ରଶାସନ ଆଜି ପର୍ଯ୍ୟନ୍ତ ଏହି ଭିନ୍ନକ୍ଷମ ମାନଙ୍କ ଟ୍ରଷ୍ଟ କୁ ଧନ୍ୟବାଦ ଗୋଟିଏ ମଧ୍ୟ ଦେଇନାହାଁନ୍ତି। ତଥାପି ଏହି ସଂଘ ଅସହାୟ ଙ୍କୁ ସେବା ଯୋଗାଇ ଦେଉଥିବା ଦେଖିବାକୁ ମିଳୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026

You Might Also Like