-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

ଆଗଲପୁର କୋଶଲ ପରିବାର ଓ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ମିଳିତ ଆନୁକୂଲ୍ୟରେ ମାଗଣା ଚକ୍ଷୁ ଶିବିର

10-Jan-2021



ଆଗଲପୁର, (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆଗଲପୁର କଲ୍ୟାଣମଣ୍ଡପ ଠାରେ ଏକ ମାଗଣା ଚକ୍ଷୁପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି l କୋଶଲ ପରିବାର ଆଗଲପୁର ଓ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଶିବିରରେ ମୋଟ ୧୬୭ ଜଣ ଚକ୍ଷୁ ପରୀକ୍ଷା କରାଇଥିଲେ  l ଏଥିରେ ୮୫ ଜଣକୁ ମାଗଣାରେ ଅପରେସନ କରିବା ପାଇଁ ବସ ଯୋଗେ ସମ୍ବଲପୁର ନିଆଯାଇଛି l ସମାରୋହରେ ଅତିଥି ଭାବରେ ବିଙ୍ଗ ହ୍ୟୁମାନର ପ୍ରତିଷ୍ଠାତା ସୋମନାଥ ମିଶ୍ର, ଦିବ୍ୟାଙ୍ଗ ଟ୍ରଷ୍ଟର ପ୍ରତିଷ୍ଠାତା କୀର୍ତ୍ତନ ଦାସ, ଜିଲ୍ଲା ଦଳିତ ମଞ୍ଚର ସଭାପତି ଖଗେଶ୍ୱର ନାଗ, ସମାଜସେବୀ ସୋରଜ ମହାକୁର ଯୋଗ ଦେଇଥିଲେେ l  ଡା.ଜିତେନ୍ଦ୍ର କୁମାର ସାହୁ, ଟେକନିସିଆନ ବିକାଶ, ଦେବୁ, ଟଙ୍କଧର,ପୂର୍ଣ୍ଣମୀ ରୋଗୀମାନଙ୍କୁ ମୋତିଆବିନ୍ଦୁ ପରୀକ୍ଷା କରିଥିଲେ l କୋଶଲ ପରିବାରର ସଦସ୍ୟ ଅରୁପା ପଧାନ, ନିର୍ମଳ ସାହୁ,ସୂର୍ଯ୍ୟ ସ୍ୱାଇଁ, ନିମାଇଁ ଚରଣ ବେହେରା,ବିଜୟ ଅଗ୍ରୱାଲ,ହିତାଂଶୁ ସାହୁ,ବିଭୀଷଣ ବେହେରା, ଜୟନ୍ତ ବେହେରା,ମନୋଜ ପଧାନ,ବିଜ୍ଞାନ ସେଠ ଅଚ୍ୟୁତ ବେହେରା ସଞ୍ଜୟ ଭୋଇ ପ୍ରମୁଖ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like