-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ବରଗଡ଼ ଠାରେ ଜନତା ସଂଘର୍ଷ ସମିତିର ବାର୍ଷିକୋତ୍ସବ ଅନୁଷ୍ଠିତ 

24-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଓଡିଶା ଜନତା ସଂଘର୍ଷ ସମିତି ବରଗଡ଼ର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବରଗଡ଼ ଲୋକସଭା ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ଯୋଗଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ଇଥାନଲ୍ ପ୍ଲାୱାର୍ ପ୍ଲାଣ୍ଟର ମେନେଜର ରଶ୍ମି ରଞ୍ଜନ ରାଉତ, ବିଜେପିର ଜିଲ୍ଲା ସଭାପତି ଅରୁପା ସାହୁ,ପାୱାର ଅଫ ଦିବ୍ୟାଙ୍ଗର ଜିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଅଗ୍ରୱାଲ, ବିଶିଷ୍ଟ ସମାଜ ସେବୀ ପ୍ରୀତମ ସିଂ ଯୋଗଦାନ କରିଥିଲେ। ସମିତିର ସଭାପତି ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦିର୍ଘ ୩୬ ବର୍ଷରୁ ବହୁ ଘାତ ପ୍ରତିଘାତ ମଧ୍ୟରେ ସଂଘର୍ଷ ରତ ଥିବା ଏହି ଅନୁଷ୍ଠାନର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ । ସମିତି ପକ୍ଷରୁ ୧୯୯୧ ମସିହାରୁ ଆରମ୍ଭ ହୋଇଥିବା ଭିନ୍ନକ୍ଷମ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ସ୍ଥାପନ ହୋଇ ଆଜି ଅଞ୍ଚଳ ତଥା ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ  ଶିକ୍ଷା ବିକାଶରେ  ଏକ ଉଦାହରଣ ସୃଷ୍ଟି କରିପାରିଛି। ଆଜିର ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ଅମୃତଧାରା ନର୍ସିଂ ହୋମର ପରିଚାଳକ ଶ୍ରୀଯୁକ୍ତ ଯଶୋବନ୍ତ ମେହେରଙ୍କ ପକ୍ଷରୁ ଗରିବ ବୃଦ୍ଧବୃଦ୍ଧା ଙ୍କୁ ଶୀତବସ୍ତ୍ର ଭାବେ କମଳ ବଣ୍ଟନ କରାଯାଇଥିଲା। ଏପରିପ୍ରେକ୍ଷୀରେ ଜିଲ୍ଲାରେ କାର୍ଯ୍ୟରତ ସମାଜସେବୀ ସଂଗଠନ ଯଥା-ଆନନ୍ଦ ସେବା ସଦନ, ଭେଡେନ,କୋଶଲ ଡିଫେନ୍ସ ଏକାଡେମି ବରଗଡ଼, ଜୟହିନ୍ଦ୍ ଯୁବକ ସଂଘ,ରୁଣିପାଲି-ଅତାବିରା,ଗ୍ରାମ୍ୟ ଉନ୍ନୟନ କମିଟି ଗୁରଖାପାଲି-ଅତାବିରା ବ୍ଲକ, ଭୀମଭୋଇ ଦିବ୍ୟାଙ୍ଗ

ସଂଘ ଝାରବନ୍ଧ,ରାଜବୋଡାସମ୍ବର ଦିବ୍ୟାଙ୍ଗ ବିକାଶ ମଞ୍ଚ, ପଦ୍ମପୁର, ଆଞ୍ଚଳିକ ଭିନ୍ନକ୍ଷମ ସଂଘ ଭେଡେନ, ନବ ଜ୍ୟୋତି ଦିବ୍ୟାଙ୍ଗ ସଂଘ ଅମ୍ବାଭୋନା, ଜୀବନ ସଂଯୋଗ ରକ୍ତଦାନ ସଂସ୍ଥା,ତାଲସିର୍ଗିଡା, ଉତ୍କଳ ଗୋପବନ୍ଧୁ ଦିବ୍ୟାଙ୍ଗ ସଂଘ ବରଗଡ଼ ପ୍ରମୁଖଙ୍କ ସମେତ ଅମୃତ ଧାରା ନର୍ସିଂ ହୋମର ପରିଚାଳକ ଶ୍ରୀମାନ ଯଶୋବନ୍ତ ମେହେର,ଆନନ୍ଦ ସେଠ, ଶ୍ରୀମତୀ ମାମି ମିଶ୍ର, ଶ୍ରୀଯୁକ୍ତ ପ୍ରଦୀପ ଥପା, ପ୍ରଦ୍ୟୁମ୍ନ ତ୍ରିପାଠୀ ସ୍ୱେଚ୍ଛାସେବୀ ମାନଙ୍କୁ ମୁଖ୍ୟ ଅତିଥି ଶ୍ରୀମାନ ପୁରୋହିତ ମାନପତ୍ର ସହ ଉପଢୌକନ ଦେଇ ଭବ୍ୟ କାର୍ଯ୍ୟକ୍ରମରେ ସମ୍ମାନୀତ କରିଥିଲେ। ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ସାହୁ, ମେଘନାଦ ସାହୁ,ଶିବାୟନୀ ପଣ୍ଡା,ସୁଶିଳା ପଶାୟତ, ବରଗଡ଼ ମହିଳା ସମିତିର ସଭ୍ୟା ତଥା ଏଅଞ୍ଚଳର ଜଣାଶୁଣା ଏଚ୍ୟୁଭର ଫାଉଣ୍ଡେସନ ବରଗଡ଼ର ସଭାପତି ଦିବାକର ମାଝୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁରୁଖୁରୁରେ ସମାପନ ହୋଇଥିଲା।ଶେଷରେ ସମିତିର ସମ୍ପାଦକ ଅଭୟ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like