-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ବୋରିଗୁମ୍ମା ହିନ୍ଦୁ ମହାସଂଘର ପରିଚୟ ସତ୍ର ବୈଠକ

24-Dec-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ଅବିଭକ୍ତ କୋରାପୁଟ ଜିଲ୍ଲା ସଭାପତି ଜଗନ୍ନାଥ ଶତପଥୀ ଙ୍କ ଅଧ୍ୟକ୍ଷତାରେ ବୋରିଗୁମ୍ମା ଜଗନ୍ନାଥ ମନ୍ଦିର ବୈଠକ ଗୃହ ରେ ହିନ୍ଦୁ ମହାସଂଘ ର ପରିଚୟ ସତ୍ର ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ୧ମ ସତ୍ର ରେ ମାର୍ଗଦର୍ଶକ ମଣ୍ଡଳୀ ଅଧ୍ୟକ୍ଷ ସୌଭାଗ୍ୟ ବାବା ଏବଂ ୨ୟ  ସତ୍ର ରେ ହିନ୍ଦୁ ମହାସଂଘ କେନ୍ଦ୍ରୀୟ ସମିତି ପ୍ରମୁଖ ଜୟନ୍ତ କୁମାର ପାତ୍ର ଓ କେନ୍ଦ୍ରୀୟ ସହ ସଂଯୋଜକ  ଡ. ଗଣେଶ ପଣ୍ଡା ଉପସ୍ଥିତ ରହି ମାର୍ଗଦର୍ଶନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପ୍ରବକ୍ତା ଶ୍ୟାମସୁନ୍ଦର କବିରାଜ ଓ ଚିନ୍ମୟୀ ସାହୁ, ଭବାନୀ ବାହିନୀ ପ୍ରମୁଖ ଜୟଶ୍ରୀ ନାୟକ, ପ୍ରଫୁଲ୍ଲ ଚନ୍ଦ୍ର ଦଣ୍ଡସେନା, ରାଜ୍ୟ ସାଧାରଣ ସମ୍ପାଦକ ଉମାକାନ୍ତ ବିଷୟୀ, ଅବିଭକ୍ତ କୋରାପୁଟ ଜିଲ୍ଲା ସାଧାରଣ ସଂପାଦକ ବିମଳ ପଟ୍ଟନାୟକ,  ଗୋପାଳ କୃଷ୍ଣ ମହାପାତ୍ର,ଜି ମୋହନ ଦୋରା,  ମଧୁସୂଦନ ରାଓ, କରସେବକ ଭାରତ ବିହାରୀ ପାଣିଗ୍ରାହୀ , ସାମାଜିକ ଗଣମାଧ୍ୟମ ପ୍ରଭାରୀ ଗୋରା ହରିଜନ, ଜୟ ସେନ ନାଗେଶ, ଅବିଭକ୍ତ କୋରାପୁଟ ଜିଲ୍ଲା ସଂଯୋଜକ ଅତୁଲ ମିଶ୍ର, ଚନ୍ଦ୍ର ଗୌଡ, ସ୍ନେହାରାଣୀ ନାୟକ,  ପିଙ୍କି ଶତପଥୀ, ତର୍ପଣ ଲେଙ୍କା,  ରିଦ୍ଧୀ ପାଣିଗ୍ରାହୀ, ସୁନିଲ୍ କୁମାର ଦାସ,  ହେମନ୍ତ ମାଝୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ବୋରିଗୁମ୍ମା ରେ ଅପରିଚିତ ବ୍ୟକ୍ତି ଓ ବାଂଲାଦେଶୀ ଅନୁପ୍ରବେଶକାରୀ ସଂଖ୍ୟା ବୃଦ୍ଧି କୁ ନେଇ ହିନ୍ଦୁ ମହାସଂଘ 
ଉଦବ୍ୟଗ ପ୍ରକାଶ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like