-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||     

HOME   ଜିଲ୍ଲା

ଏଥିଲେଟିକ ଆସୋସିଏସନ୍, ଖରମୁଣ୍ଡା ପକ୍ଷରୁ..... ୧୬ ତମ ଅକ୍ଷୟ ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ

25-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଖରମୁଣ୍ଡା ଖେଳ ପଡିଆ ଠାରେ ୧୬ ତମ ଅକ୍ଷୟ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଡ. ସୁଦାମ ସାହୁ ଏବଂ ଫାର୍ମାସିଷ୍ଟ ଅନିଲ କୁମାର ପଧାନ ଯୋଗଦାନ କରି ଖେଳାଳି ତଥା ଆୟୋଜକ ମାନଙ୍କୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ସମୁଦାୟ ଆଠଟି ଦଳ ମଧ୍ୟରେ ଘଡାଘୋଟ ସଂଘର୍ଷ ପୂର୍ଣ୍ଣ ଖେଳ ଅନୁଷ୍ଠିତ ହୋଇଥିବା ବେଳେ, ଫାଇନାଲ ମ୍ୟାଚ ବରଗଡ଼ ସହ ବେଲପାହାଡ଼ ଟିମ୍ ମଧ୍ୟରେ ଅନୁଷ୍ଠିତ ହୋଇ ଶେଷରେ ବେଲପାହାଡ଼ ଦଳ ବିଜୟୀ ହୋଇଥିଲେ। ସଂଧ୍ୟାରେ ଉଦଯାପନୀ ଉତ୍ସବରେ  ମୁଖ୍ୟଅତିଥି ଭାବେ ଲଲିତ କୁମାର ପଣ୍ଡା, ଯୋଗେଶ ରଣା କେନ୍ଦ୍ରୀୟ ବିଦ୍ୟାଳୟ ଶିକ୍ଷକ ବିଶ୍ୱମୟ ପୂଜାରୀ,ରକ୍ଷକ ଖବର କାଗଜର ସମ୍ପାଦକ, ତୁଳସୀ ରାମ ପୂଜାରୀ,ସଚିତାନନ୍ଦ ପଧାନ, ତ୍ରିଲୋଚନ ବେହେରା, ରାଧେଶ୍ୟାମ ବରିହା, ପଞ୍ଚାବନ ପଧାନ,ଅଚ୍ୟୁତା ଦାଶ,ବିଜୟ ତ୍ରିପାଠୀ ପ୍ରମୁଖ ଯୋଗଦାନ କରି ବିଜୟୀ ଦଳକୁ ପୁରସ୍କୃତ କରିଥିଲେ। ଗୈାରାଙ୍ଗ ପାଣ୍ଡେ, ଶ୍ରୀନିବାସ ରାଓ,ଅନିଲ ପଧାନ, ଜିତୁ ପଧାନ,ତରଣୀ ଲୁହା,ଅଜୟ ପଧାନ ପ୍ରମୁଖ ଖେଳ ପରିଚାଳନା କରିଥିଲେ। ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଆଖପାଖ ଅଞ୍ଚଳରୁ ଶତାଧିକ ଖେଳ ପ୍ରେମୀଙ୍କ ସମେତ ଜନସାଧାରଣ ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟର ଭରପୁର ମଜା ଉଠାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026

You Might Also Like