-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||     

HOME   ଜିଲ୍ଲା

*କୋଶଳ ଉଚ୍ଚ ବିଦ୍ୟାଳୟ ର ଦଶମ ବାର୍ଷିକୋତ୍ସବ ଧୁମ ଧାମ ରେ ପାଳିତ*- *ଯୋଗ ଦେଲେ ବିଧାୟକ ଓ ଉପ ଜିଲ୍ଲାପାଳ*

25-Dec-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ ) ସୋନପୁର କୋଶଳ ଉଚ୍ଚ ବିଦ୍ୟାଳୟ ଠାରେ ୧୦ ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସୋନପୁର ବିଧାୟକ ତଥା ପ୍ରାକ୍ତନ ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ ଭଲ ମଣିଷ ହେବାକୁ ପ୍ରେରଣା ପ୍ରଦାନ କରିଥିଲେ l ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ  ପୁରସ୍କୃତ କରି ଥିଲେ l ସମ୍ମାନୀତ ଅତିଥି ଭାବରେ ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ସମାଜସେବା ତଥା ସ୍କୁଲ୍ ସଭାପତି ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଥିଲେ l ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଚିତାକର୍ଶକ ସାଂସ୍କୃତିକ କାର୍ଯ୍ୟକ୍ରମ ଗୀତ ନାଚ ପରିବେଷଣ କରଯାଇଥିଲା l ସେହିପରି ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ସୋନପୁର ଉପ ଜିଲ୍ଲାପାଳ ଡ଼ଃ ସୌମ୍ୟ ରୂପା ରଥ, ସୋନପୁର ଏ ଡି ଇ ଓ ମଞ୍ଜୁ ଲତା ଭୋଇ ଯୋଗ ଦେଈ ଛାତ୍ର ଛାତ୍ରୀ ଙ୍କୁ ଦିଗ ଦର୍ଶନ ଦେଈ ଉତ୍ସାହିତ କରିଥିଲେ l ସଭା କୁ ପ୍ରଧାନ ଶିକ୍ଷକ ପରମାନନ୍ଦ ନାଏକ ସଂଯୋଜନା କରିଥିବା ବେଳେ ଛାତ୍ର ଛାତ୍ରୀ ଙ୍କ ଦ୍ବାରା ସ୍ଵାଗତ ସଂଗୀତ ପରିବେଷଣ କରଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026

You Might Also Like