-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||     

HOME   ଜିଲ୍ଲା

ଗଙ୍ଗାଧର ମେହେର ଶିକ୍ଷା ନିକେତନ ର ବାର୍ଷିକ ଉତ୍ସବ

26-Dec-2024



ବରପାଲି,(ସୁଦାମ ଦୀପ) ବରପାଲିଠାରେ ଗଙ୍ଗାଧର ମେହେର ଶିକ୍ଷା ନିକେତନ,ବରପାଳିର ଷଷ୍ଠ ବାର୍ଷିକ ଉତ୍ସବ,"ଅର୍ଘ୍ୟଥାଳି''ଅନୁଷ୍ଠାନର ସଭାପତି କମ୍ଭୁପାଣି ବେହେରା ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ତହସିଲଦାର ରୁକ୍ମଣ କୁମାର ମେହେର,ସମ୍ମାନିତ ଅତିଥି ଭାବରେ ସହକାରୀ ଶିକ୍ଷା ଅଧିକାରୀ ଦୁର୍ଯୋଧନ ସିଂହ, ମୁଖ୍ୟ ବକ୍ତା ଭାବରେ ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପ୍ରଫେସର ଡ଼ଃ ଶୁକମୁନି ମେହେର ଓ ସମ୍ମାନିତ ବକ୍ତା ଭାବରେ ଟ୍ରଷ୍ଟ ଫଣ୍ଡ କଲେଜ ବରଗଡର ଅଧ୍ୟାପକ ଯାଦବ ପଧାନ ଯୋଗଦାନ କରି ଅର୍ଥ ଉପାର୍ଜନର ମାର୍ଗ ନ ହୋଇ ଚରିତ୍ର ଗଠନର ଦିଗ ପ୍ରସାରିତ ହେଉ l ଏଥିରେ କେବଳ ଗୁରୁଜୀ ଗୁରୁମା ଭୂମିକାଠାରୁ ପିତାମାତାଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ l ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି l ପୁରସ୍କାର ବିତରଣ ପର୍ବକୁ ତପସ୍ୱୀନୀ ପଧାନ ଓ ଲିଙ୍ଗରାଜ ବୁଡେକ ସଂଚାଳନ କରିଥିଲେ l ସ୍ୱାଗତ ଓ ସଂଯୋଜନା ଶିକ୍ଷୟତ୍ରୀ କାନ୍ତି ଭୋଇ କରିଥିବାବେଳେ ପ୍ରଧାନ ଶିକ୍ଷକ ଦେବାଶିଷ ମେହେର ଉଦେଶ୍ୟ ଜ୍ଞାପନ କରିଥିଲେ l ଶିକ୍ଷୟତ୍ରୀ ରିନୁ ରାଉତ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟତ୍ରୀ ମନୀଷା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026

You Might Also Like