-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ

26-Dec-2024



ତୁରେକେଲା (କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଳକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ ଅଧ୍ୟୟନ ରତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନେ ବଲାଙ୍ଗୀର ଜିଲ୍ଲାର ପ୍ରସିଦ୍ଧ ଦର୍ଶନୀୟ ସ୍ଥାନ ହରିଶଙ୍କର ପରିଦର୍ଶନ କରିଥିଲେ।ତୁରେକେଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଆୟୋଜନରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତୁନୁ କୁମାର ପଢିହାରୀଙ୍କ ତତ୍ତ୍ୱାବଧାନରେ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ 

 ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନେ ହରିଶଙ୍କର ମନ୍ଦିର, ଝରଣା ଓ ହରିଣ ପାର୍କ ପରିଦର୍ଶନ କରି ତାରି ଉପରେ ଶୈକ୍ଷିକ ଧାରଣା ପାଇଥିଲେ।ଏହି ଅବସରରେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ନିଆରା ସମ୍ପର୍କ ପିଲାଙ୍କ ମୁଁହରେ ହସ କାର୍ଯ୍ୟକ୍ରମର ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ମନୋରଞ୍ଜନ କାର୍ଯ୍ୟକ୍ରମ କରିଥିଲେ।ତାଙ୍କ ମଧ୍ୟରେ ବାଟି ଚାମଚ, ବେଲୁନ ଫୁଙ୍କା, ନୃତ୍ୟ ଭଳି ଅନେକ ପ୍ରତିଯୋଗିତା କରି ସେମାନଙ୍କୁ ପୁରସ୍କୃତ କରିଥିଲେ l

ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଆରଟି ସୁନୀଲ ସାହୁ,ଜ୍ୟୋତି ବିକାଶ ବାରିକ, ସିଆରସିସି ଧନସିଂ ମାଝୀ, କୃତିବାସ ବରିହା, ଗଜୟ ଦାଶ,ଅନୁପ କୁମାର ଦାସ, ଶିକ୍ଷୟିତ୍ରୀ ମମତା ପଣ୍ଡା, କୁନି ସାହୁ,ସୂର୍ଯ୍ୟକାନ୍ତ ରଣା, ବୁଦ୍ଧେଶ୍ୱର ବନଛୋର,ରମେଶ ସୁନା, ଟିକେଶ୍ୱର ବେହେରା, ସରୋଜ ପୁରୋହିତ, ସଞ୍ଜୟ ଖୁରା ଓ ଅଭିଭାବକ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026

You Might Also Like