-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||     

HOME   ଜିଲ୍ଲା

ସାନ ମହାରାଜ ନନ୍ଦଲାଲ ତ୍ରିବେଦୀଙ୍କ ପରଲୋକ

26-Dec-2024



ପାଇକମାଲ(ଦୁଷ୍ମନ୍ତ ଖମାରୀ):ପାଇକମାଲ ଅଂଚଳର ର ଜଣେ ପ୍ରତିଷ୍ଠିତ  ବ୍ୟକ୍ତି  ନନ୍ଦଲାଲ ତ୍ରିବେଦୀ (୯୫) ଙ୍କ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ ବରଗଡ଼ ସ୍ଥିତ ଘରୋଇ ହସ୍ପିଟାଲ ବିକାଶ ରେ ଚିକିତ୍ସିତ ହୋଇଥିଲେ । ଆଜି ବରଗଡ ର ଭେଣ୍ଡିଲେଟର  ଲଗାଇ ପାଇକମାଲ ନିଜ ବାସଭବନ କୁ ଅଣାଯାଇଥିଲା। ସନ୍ଧ୍ୟା ୬ଟା ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବାରୁ ପାଇକମାଲ ସହର ସମେତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ବର୍ଗତ ତ୍ରିବେଦୀ ସାନ ମହାରାଜା ଭାବରେ ବେଶ ସୁନାମ ଅର୍ଜନ କରିଥିଲେ। ସେ ପରୋପକାରୀ,ମେଳାପି, ଗନ୍ଧମାର୍ଦ୍ଦନ ବଞ୍ଚାଓ ଆନ୍ଦୋଳନ , ଚାଷୀ ଆନ୍ଦୋଳନ, ସହରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ସମସ୍ୟା ସୁଧାର ନେଇ ସବୁସମୟରେ ଜଡ଼ିତ ରହି ସାମାଜିକ କାମ କରୁଥିଲେ। ତାଙ୍କର ପରଲୋକ ରେ ପାଇକମାଲ ଅଞ୍ଚଳରେ ଅପୁରଣିୟ କ୍ଷତି ଘଟିଛି। ମୃତ୍ୟୁ ବେଳକୁ ପୁଅ ବୋହୁ, ନାତି ନାତୁଣୀ ପରିବାର ବର୍ଗଙ୍କୁ ଉପସ୍ଥିତ ଥିଲେ । ଗୁରୁବାର ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ତାଙ୍କ ଏକମାତ୍ର ପୁଅ ରାଜ କୁମାର ତ୍ରିବେଦୀ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026

You Might Also Like