-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁରେ ପାଳିତ ହେଲା ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ*

26-Dec-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର) ଡାବୁଗାଁ ରେ ଅନୁଷ୍ଠିତ ହୋଇଛି  ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ। ଡାବୁଗାଁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ରଙ୍କ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଥିଲେ ଡାବୁଗାଁ ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ ମୋନହର ରନ୍ଧାରୀ, ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ ନବରଙ୍ଗପୁର ଜିଲ୍ଲା ପରିଷଦ ଅଧକ୍ଷ ମୋତିରାମ ନାୟକ ତତସଙ୍ଗେ ସାଙ୍ଗେ ମଞ୍ଚାସିନ ଥିଲେ ଡାବୁଗାଁ ବ୍ଲିକ ଅଧକ୍ଷା ବୁଣାମାଝି, କସାଗୁମଡା ବ୍ଲକ ବୁଜେଡି ସଭାପତି ବଦ୍ରି ନାରାୟଣ ସଙ୍ଘ, ପାପଡାହାଣ୍ଡି ବ୍ଲକ ଉପାଧ୍ୟାକ୍ଷା ସୁଶାନ୍ତ ବେହେରା, ଡାବୁଗାଁ ଜିଲ୍ଲାପରିଷଦ ସଭ୍ୟ ଧମସିଂ ଭତ୍ରା , ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ,ବରିଷ୍ଟ ବିଜେଡି ନେତା ଏମ ଆପା ରାଓ ପ୍ରମ୍ମୁଖ।  ଆଜି ଏହି ପ୍ରତିଷ୍ଠା ଦିବସରେ ଡାବୁଗାଁ ନିର୍ବାଚନ ମଣ୍ଡଳୀର ତିନି ହଜାର ରୁ ଉର୍ଦ୍ଧ ବିଜେଡି କର୍ମି ଉପସ୍ଥିତି ଥିଲେ।ଆଜିଏହି ପ୍ରତିଷ୍ଠା ଦିବସରେ ଉପସ୍ଥିତି ଥିବା ବିଜେଡି ଦଳର ବରିଷ୍ଟ ନେତାମାନେ ଲୋକଙ୍କ ପାଖକୁ ସେବା ଓ ବିକାଶ ପହଞ୍ଚାଇବାକୁ ପ୍ରତିଶୃତି ନେଲେ ଯେଭଳି ଆଗାମୀ ନିର୍ବାଚନ ରେ ଆଉ ବିଜୁ ଜନତା ଦଳକୁ ପରାଜୟର ମୁହଁ ଦେଖିବାକୁ ନପଡୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026

You Might Also Like