-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଭିନ୍ନକ୍ଷମଙ୍କ ଡାକ୍ତରୀ ପରୀକ୍ଷା ଶିବିର।

26-Dec-2024



ବରପାଲି(ସୁଦାମ ଦୀପ )
ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ, ବରପାଲି ଠାରେ ଭିନ୍ନକ୍ଷମ ଶିକ୍ଷାର୍ଥୀ ମାନଙ୍କର ଡାକ୍ତରୀ ପରୀକ୍ଷା ତଥା ଉପକରଣ ବଣ୍ଟନ ଓ ଚିହ୍ନଟିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ଵର ସ୍ଥିତ ଆଲିମକୋର ଡାଃ ସୁରେନ୍ଦ୍ର ଭୋଇ, ଧରିତ୍ରୀ ଗଡତିଆ, ବିଶ୍ୱରଞ୍ଜନ ପୃଷ୍ଟି ଓ ବିଜୟ କୁମାର ଯୋଗଦାନ କରିଥିଲେ। ଉକ୍ତ ଶିବିରରେ ବି ଇ ଓ ମୁକୁନ୍ଦ ମହରା ଅଧ୍ୟକ୍ଷତା କରିଥିଲେ।  ଶିବିରକୁ ବି ଆର୍ ଟି ମୁକୁନ୍ଦ ମେହେର ଓ ତୁଳାରାମ ସାହୁ ସଂଯୋଜନା କରିଥିଲେ। ଉକ୍ତ ଶିବିରରେ ୭୨ ଟି ଉପକରଣ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଶ୍ରବଣ ଯନ୍ତ୍ର ,ଟ୍ରାଇ ସାଇକେଲ, ହୁଇଲ ଚେୟାର, ରୋଲେଟର ,ଜୋତା ଇତ୍ଯାଦି ବଣ୍ଟନ ପାଇଁ ମୂଲ୍ୟାୟନ କରାଯାଇଛି। ଏହି କାର୍ଯ୍ୟକ୍ରମ ମିହିର ପଧାନ, ନୃପରାଜ ଦାଶ,ଜୟନ୍ତୀ ନାୟକ,ସୌରେନ୍ଦ୍ରି ସାହୁ, ଧନମତି ସାହୁ ଆବଶ୍ୟକୀୟ ସାହାଯ୍ୟ ଓ ସହଯୋଗ ପ୍ରଦାନ କରିଥିଲେ। ଆଗାମୀ ଦିନରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଏହି ସବୁ ଉପକରଣ ଭିନ୍ନକ୍ଷମ ଶିକ୍ଷାର୍ଥୀ ମାନଙ୍କୁ ବଣ୍ଟନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026

You Might Also Like