-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||     

HOME   ଜିଲ୍ଲା

ତେନ୍ତୁଳିଖୁଣ୍ଟି ଥାନା ASIଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

27-Dec-2024



ନବରଙ୍ଗପୁର :(-ମିହିର ଶଙ୍କର ପାତ୍ର,)
ତେନ୍ତୁଳିଖୁଣ୍ଟି ଥାନା ASIଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ASI ରେଣୁପ୍ରସାଦ ପ୍ରଧାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ତେନ୍ତୁଳିଖୁଣ୍ଟି ସଦର ପଞ୍ଚାୟତ ଅନ୍ତର୍ଗତ ମଙ୍ଗରଦରା ନିକଟ ରାଇସିଂ ଯୋଡ଼ି ନାଳର ଏକ ଗଛରୁ ଉଦ୍ଧାର ହୋଇଛି ତାଙ୍କ ମୃତଦେହ । ଖବରପାଇ ତେନ୍ତୁଳିଖୁଣ୍ଟି ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।ତେବେ ତାଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି।ସୂଚନା ଅନୁସାରେ, ଗତ ୨୩ ତାରିଖରୁ ନିଖୋଜ ଥିଲେ ତେନ୍ତୁଳିଖୁଣ୍ଟି କାର୍ଯ୍ୟରତ ଥାନା ଏଏସ୍‌ଆଇ ରେଣୁପ୍ରସାଦ । ଗତ ସୋମବାର ଦିନ କୌଣସି କାର୍ଯ୍ୟରେ ନବରଙ୍ଗପୁର ଯାଇଥିଲେ। ଏହା ପରଠୁ ଆଉ ଘରକୁ ଫେରିନଥିଲେ।ରେଣୁପ୍ରସାଦଙ୍କ ପ୍ରକୃତ ଘର ପାପଡାହାଣ୍ଡି ଥାନା ଅନ୍ତର୍ଗତ ତୁମ୍ବର୍ଲା ଗ୍ରାମରେ ହୋଇଥିବା ବେଳେ ସେ ତେନ୍ତୁଳିଖୁଣ୍ଟି ପୁଲିସ କଲୋନିରେ ନିଜ ପରିବାର ସହ ରହୁଥିଲେ। ଖବରପାଇ ମୃତ ଏଏସଆଇଙ୍କ ଦୁଇ ପୁଅ ଏବଂ ଭାଇ ପହଁଚିଥିଲେ। ଘଟଣାସ୍ଥଳରେ ସାଇଁଟଫିକ ଟିମ ଏବଂ ଅନୁସନ୍ଧାନୀ କୁକୁର ପହଞ୍ଚି ତଦନ୍ତ କରିବା ପରେ ଶବ ବ୍ୟବଛେଦ ପାଇଁ ପଠାଯିବ ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026

You Might Also Like