-+91-9937148622 |

prerana_bgr@rediffmail.com |

  Thursday 23rd January 2025 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   (23-Jan-2025)       ||      ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   (23-Jan-2025)       ||      ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (23-Jan-2025)       ||      ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   (23-Jan-2025)       ||      *ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   (23-Jan-2025)       ||      *ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   (23-Jan-2025)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (23-Jan-2025)       ||      ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    (23-Jan-2025)       ||      *ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   (23-Jan-2025)       ||      *ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   (23-Jan-2025)       ||      ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ   (23-Jan-2025)       ||      ଶତାୟୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀନିବାସ ପଣ୍ଡାଙ୍କ ପରଲୋକ   (23-Jan-2025)       ||      ଶିଶୁ ଓ ମହିଳା ବିକାଶ ସୋସାଇଟିର ତରଫରୁ ସଫେଇ ଓ ପାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ   (23-Jan-2025)       ||      *ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ ବି ପୁଲ ର ପ୍ରଥମ ମ୍ୟାଚ ରେ ଭୁବନେଶ୍ୱର ଦଳ ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ*-   (23-Jan-2025)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ   (23-Jan-2025)       ||      ଫୁଟବଲ ଟୁର୍ନାମେଣ୍ଟ ୱାନ ଡେ଼ ମେଚ୍ ଫାଇନାଲ, ମଧ୍ୟପୁର ବିଜୟୀ   (23-Jan-2025)       ||      ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ   (23-Jan-2025)       ||      ଜିଲ୍ଲା ଆସିବାସୀ କଲ୍ୟାଣ ସଂଘ ହସ୍ତକ୍ଷେପ ପରେ ମରଶରୀର ଗାଁକୁ ଫେରିଲା   (23-Jan-2025)       ||      ଲୋୟର ସୁକତେଲ ବୁଡି ଅଂଚଳ ସଂଗ୍ରାମ ପରିଷଦ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (23-Jan-2025)       ||      ମାନପୁର ଉଚ୍ଚ ପ୍ରାଥମିକ ସ୍କୁଲର ବାର୍ଷିକୋତ୍ସବ,,,,,,, ଶିଶୁର ପ୍ରଗତି ପାଇଁ ଜନନୀର ଭୂମିକା ଅନନ୍ୟ   (23-Jan-2025)       ||     

HOME   ରାଜ୍ୟ

ବାଗବାହାଲି ହନୁମାନ ପୀଠରେ ସୁନ୍ଦରାକାଣ୍ଡ

02-Jan-2025



କଣ୍ଟାମାଳ (ଜୟ କୁମାର ମହାରଣା): ଖାରି ଗ୍ରାମପଞ୍ଚାୟତ ଅନ୍ତର୍ଗତ ବାଗବାହାଲି ସ୍ଥିତ ସିଦ୍ଧ ହନୁମାନ ପରିସରରେ ନୂତନ ବର୍ଷ ଉପଲକ୍ଷେ କମିଟି ପକ୍ଷରୁ  ଗୋସ୍ୱାମୀ ତୁଳସୀ ଦାସ କୃତ ରାମାୟଣର ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଯାଇଛି  l  ଏଥିରେ ବ୍ୟାସ ଭାବେ ସୁବର୍ଣ୍ଣପୁର ଜିଲ୍ଲା କୁଟସିରା ବ୍ଲକ ଖାରି ର ଶ୍ରୀ ଗିରିଶ ଚନ୍ଦ୍ର ମିଶ୍ର ରାମାୟଣ ଗାନ କରିଥିଲେ  l   କର୍ତ୍ତା ଭାବେ ସନ୍ତୋଷ କୁମାର ଦାସ ଓ ଧର୍ମପତ୍ନୀ ରୀନା ଦାସ ଦାୟିତ୍ୱ

ତୁଲାଇ ଥିଲେ  l  ମନ୍ଦିର ପୂଜକ ପଙ୍କଜ ନନ୍ଦ ପୂଜାକାର୍ଯ୍ୟ ସମ୍ପନ୍ନ କରିଥିଲେ  l    ହନୁମାନ ମନ୍ଦିର ପରିଚାଳନା କମିଟି ସଭାପତି ପ୍ରଶାନ୍ତ ମିଶ୍ର, ସଂଯୋଜକ କୃଷ୍ଣଚନ୍ଦ୍ର ମିଶ୍ର ସମେତ

ସନ୍ତୋଷ କୁମାର ଦାସ, ପ୍ରମୋଦ କୁମାର ମିଶ୍ର, ସନ୍ତୋଷ କୁମାର ମିଶ୍ର, ପ୍ରଫୁଲ୍ଲ କୁମାର ମିଶ୍ର, ଅକ୍ଷୟ ମିଶ୍ର ଓ ରୋହିତ ଭୋଇ, ପ୍ରମୋଦ ବକୁଳ, ଲକ୍ଷିନ୍ଦ୍ର ବଗର୍ତ୍ତୀ ସମେତ ବାଗବାହାଲି ଗ୍ରାମବାସୀ ସହଯୋଗ କରିଥିଲେ l  ଏହି ଅବସରରେ କମିଟି କର୍ମକର୍ତ୍ତା ମାନଙ୍କ ଦ୍ୱାରା ମନ୍ଦିର ପରିସରରେ ବୃକ୍ଷ ରୋପଣ କରାଯାଇଥିଲା  l  ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା   l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   23-Jan-2025
  ଜିଲ୍ଲା  
ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   23-Jan-2025
  ଜିଲ୍ଲା  
ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   23-Jan-2025
  ଜିଲ୍ଲା  
ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   23-Jan-2025
  ଜିଲ୍ଲା  
*ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   23-Jan-2025
  ଜିଲ୍ଲା  
*ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   23-Jan-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   23-Jan-2025
ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    23-Jan-2025
  ଜିଲ୍ଲା  
*ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   23-Jan-2025
  ଜିଲ୍ଲା  
*ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   23-Jan-2025
  ଜିଲ୍ଲା  
ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ   23-Jan-2025
  ଜିଲ୍ଲା  
ଶତାୟୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀନିବାସ ପଣ୍ଡାଙ୍କ ପରଲୋକ   23-Jan-2025

You Might Also Like