-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ଲାଲମନି କ୍ରିକେଟ ପାଈଁ ବିଭିନ୍ନ ପ୍ରତିଯୋଗିତା

05-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସର୍ବ ଭାରତୀୟ ଲାଲମନି କ୍ରିକ୍ରେଟ ପକ୍ଷରୁ ଆଜି ସ୍ଥାନୀୟ ଗାନ୍ଧୀ ପଡିଆ କ୍ରିକେଟ ଅଫିସ୍ ଠାରେ ସ୍କୁଲ୍ କଲେଜ ଛାତ୍ର ଛାତ୍ରୀ ଙ୍କୁ ନେଇ ଡ୍ରଇଂ, ରଚନା, ଗଣିତ ଓ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଟିତ ହୋଇଥିଲା l ଜିଲ୍ଲା କ୍ରିକେଟ ସଂଘ ସଭାପତି ଶ୍ରୀ ରାମ ଶଙ୍କର ସାହୁ ଓ ବରିଷ୍ଠ ସଦସ୍ୟ ଶ୍ୟାମ ସୁନ୍ଦର୍ ପାତ୍ର ଙ୍କ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସିନିୟର୍ ଜୁନିଅର୍ ଉଭୟ ବିଭାଗ ରେ ପ୍ରତିଯୋଗୀ ମାନଙ୍କୁ ସଭାପତି ଶ୍ରୀ ସାହୁ ନବ ବର୍ଷ ର ଶୁଭ କାମନା ଜଣାଇ କ୍ରୀଡ଼ା, ଅଧ୍ୟୟନ ତଥା ସବୁ କ୍ଷେତ୍ର ରେ ଆଗକୁ ବଢ଼ିବାକୁ ସଫଳତା କାମନା କରିଥିଲେ l  ସଂଘ ର ବରିଷ୍ଠ ସଦସ୍ୟ ସତ୍ୟ ନାରାୟଣ ରାଓ, ସୁଧାଂଶୁ ଶେଖର ମିଶ୍ର, ମନ୍ଟୁ, ନବ କୁମାର ମିଶ୍ର, ବିନୋଦ ପାତ୍ର ପ୍ରମୁଖ ସମସ୍ତ ସଦସ୍ୟ ଯୋଗ ଦେଇଥିଲେ l  ଲାଲ୍ମନି କ୍ରିକେଟ ର ସାଂସ୍କୃତିକ ସଂଧ୍ୟା ଏହି କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ଙ୍କ ଦ୍ବାରା ପୁରସ୍କୃତ କରାଯିବ ବୋଲି ଶ୍ରୀ ରାଓ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026

You Might Also Like