-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଧରଣୀମାଳ ଉଚ୍ଚ ବିଦ୍ୟାଳୟର ୨୦୦୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ଅନୁଷ୍ଠିତ

05-Jan-2025



ବୋଡ଼େନ: ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ଧରଣୀମାଲ ଉଚ୍ଚ ବିଦ୍ୟାଳୟର ୨୦୦୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଖଡ଼ିଆଳ ନିକଟ ତିଖାଲି ଡ୍ୟାମ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ୨୦୦୮ ବ୍ୟାଚର ପ୍ରାୟ ୨୯ ଜଣରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ସମସ୍ତେ ଏକ ଜୁଟ ହେବା ପରେ ପରସ୍ପର ମଧ୍ୟରେ ପରିଚୟ ସହ ଭାବର ଆଦାନ ପ୍ରଦାନ ହୋଇଥିଲା। ପରେ ଛାତ୍ର ଜୀବନର ଅଭୁଲା ସ୍ମୃତି ସବୁ ମନେପକାଇ ପରସ୍ପର ମଧ୍ୟରେ ଖୁସି ଜାହିର କରିଥିଲେ। ଏହି ବନ୍ଧୁ ମିଳନ ଦୀର୍ଘ ୧୭ ବର୍ଷପରେ ଅନୁଷ୍ଠିତ ହୋଇଥିବା ବେଳେ ପରସ୍ପର ମଧ୍ୟରେ ବହୁ ଆନନ୍ଦ ଅନୁଭବ ହୋଇଥିବା ଜଣାପଡିଛି। ଏଭଳି ବନ୍ଧୁ ମିଳନ ଆଗାମୀ ପ୍ରତିବର୍ଷ ଆୟୋଜନ କରାଯିବ ବୋଲି ପରସ୍ପର ମଧ୍ୟରେ ନିଷ୍ପତ୍ତି ନିଆଯାଇଛି। ଏହି ବନ୍ଧୁ ମିଳନ ଦ୍ୱାରା ପରସ୍ପର ମଧ୍ୟରେ ସମ୍ପର୍କ ନିବିଡ଼ ହେବା ସହ ଦୁଃଖସୁଖରେ ସମସ୍ତେ ସାମିଲ ହୋଇପାରିବା ନେଇ ବିଶେଷ ଆଲୋଚନା କରିଥିଲେ। ଏହା ଦ୍ୱାରା ବ୍ୟକ୍ତିଗତ ସମ୍ପର୍କ ବୃଦ୍ଧି ହେବା ସହ ପାରିବାରିକ ସମ୍ପର୍କ ମଧ୍ୟ ଦୃଢ଼ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ। ଏହି ଅବସରରେ ସମସ୍ତଙ୍କ ପାଇଁ ଭୋଜିଭାତର ଆୟୋଜନ କରାଯାଇଥିଲା। ପରେ ତିଖାଲି ସ୍ଥିତ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବା ସହିତ ନାଚଗୀତ କରି  ଆନନ୍ଦ ଉପଭୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ଆୟୋଜନରେ ଦିଗାମ୍ବର, ଅମିତ, ସୁମିତ, ଘନଶ୍ୟାମ, ଦୁର୍ଯ୍ୟୋଧନ, ହିମାଂଶୁ, ଦେବେନ୍ଦ୍ର, ଟିକେଲାଲ, ପୂର୍ଣଚନ୍ଦ୍ର, ହରିଶ୍ଚନ୍ଦ୍ର, ଭୁବନେ, ଗଗନ, ଶେଷଦେବ, ହେରାମ୍ବ, ବିଶ୍ୱରଂଜନ, ଦୂଷିଲା, କୁନ୍ତୀ, ସସ୍ମିତା, ଲଷ୍ମୀପ୍ରିୟା, ନୀଲେନ୍ଦ୍ରି, ଦେବାଂଗିନୀ, ଜାନକୀ, ବୈଜୟନ୍ତୀ, ରୌମ୍ୟ ରଞ୍ଜନ,ରୋମାଞ୍ଚଳ, କୃ ତଜ୍ଞ, ରାଜେଶ,ଜରାସନ, ଧରମ, ଜଗଦିଶ, ରଶ୍ମିତା, ଆଶୁତୋଷ,ପ୍ରମୁଖ  ନେତୃତ୍ୱ ନେଇଥିଲ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like