-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସିଂହିଯୁବା ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ

05-Jan-2025



ସିଂହିଯୁବା, ତା ୫/୧(ପ୍ରେରଣା ଖବର): ସ୍ଥାନୀୟ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ସିଂହିଯୂବା ରେ ବାର୍ଷିକ କ୍ରୀଡ଼ା ଉତ୍ସବ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତା ରେ ଉଦଯାପିତ ହୋଇଯାଇଛି । କମିଟି ସଭାପତି ଫଗନୁ କୁମ୍ଭାର, ପ୍ରାକ୍ତନ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପଣ୍ଡା, ସ୍କୁଲ ପ୍ରତିଷ୍ଠାତା ସଦସ୍ୟ ଆନନ୍ଦ ମୋହନ ନନ୍ଦ, ଷ୍ଟେଟ ବ୍ୟାଙ୍କ ମ୍ୟାନେଜର ଅଶ୍ୱିନୀ ସାହୁ, କମିଟି ସଦସ୍ୟ ପବିତ୍ର ଶର୍ମା, ସଞ୍ଜୀବ ତ୍ରିପାଠୀ , କୃଷ୍ଣ ଚନ୍ଦ୍ର ମହଲିଙ୍ଗ, ନିରାକାର କର୍ଣ୍ଣ , ଅଶ୍ଵିନୀ କୁମ୍ଭାର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଦୌଡ, ସଟପୁଟ, ଜମ୍ପ, ସାଇକଲ ସ୍ଲୋ, ମ୍ୟୁଜିକ ଚେୟାର ଭଳି ବିଭିନ୍ନ ଇଭେଣ୍ଟ ରେ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରି ଖେଳକୁ ଉପଭୋଗ କରିଥିଲେ।

ଖେଳ ଶିକ୍ଷକ ସୂର୍ଯ୍ୟ ନାରାୟଣ ପଟ୍ଟନାଏକ, ଗଙ୍ଗାଧର ପଟେଲ, ତହସିଲ ଭୋଇ,  ବିଭୀଷଣ ଖମାରୀ ପ୍ରମୁଖ ଖେଳ ପରିଚାନା କରିଥିଲେ। ଶିକ୍ଷକ ରାଜା ରାମ ପ୍ରଧାନ, ପଞ୍ଚାନନ ପଣ୍ଡା, କୁଞ୍ଜବିହାରୀ ପଣ୍ଡା, ସଦାନନ୍ଦ ପାଢୀ, ବିଜୟ ମିସ୍ତ୍ରୀ ପ୍ରମୁଖ କାର୍ଯ୍ୟାକ୍ରମରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମକୁ  ଶିକ୍ଷକ ପ୍ରେମ ରାଜ ପତି ସଂଯୋଜନା କରିଥିବାବେଳେ ଶେଷରେ ଶିକ୍ଷକ ପଦ୍ମନାଭ ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like