-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||     

HOME   ଜିଲ୍ଲା

ଆବାସ ଯୋଜନାରେ ନିରାଶ ଆଦିବାସୀ ବିଧବା ମହିଳା: ଶେଷରେ ବ୍ଳକ ସମ୍ମୁଖ ରେ ଆମରଣ ଅନଶନରେ ବସିବାକୁ ପାଟଣାଗଡ଼ ବିଡିଓ ଙ୍କୁ ଦାବିପତ୍ର

11-Jan-2021



ପାଟଣାଗଡ଼ (ଗୋରେଖନାଥ ବରିହା ): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ସୋଲବନ୍ଦ ପଞ୍ଚାୟତ ସୋଲବନ୍ଦ ଗ୍ରାମ ଆଦିବାସୀ ବିଧବା ପାଞ୍ଚ ବରିହା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ଆଶାରେ ଆବେଦନ କରି ନିରାଶ ହେବା ଫଳରେ ଆଜି ପାଟଣାଗଡ଼ ବ୍ଳକ ସମ୍ମୁଖରେ ଧାରଣ ଦେବାକୁ ପାଟଣାଗଡ଼ ବିଡିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି । ତାଙ୍କ ଲିଖିତ ଅଭିଯୋଗ ଅନୁଯାୟୀ  ପାଞ୍ଚ ଦୀର୍ଘ ୨୫ ହେବ ବିଧବା । ହେଲେ ନାଁ ଜୁଟୁଛି ତାଙ୍କ ଭାଗ୍ୟରେ ବିଧବା ଭତ୍ତା ନାଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର । ସ୍ବାମୀ ଙ୍କ ଦେହାନ୍ତ ପରେ ସେ ବହୁ ଦୁଃଖ କଷ୍ଟରେ ପରିବାର ପ୍ରତିପୋଷଣ କରୁଛନ୍ତି । ତାଙ୍କର ଏକ ଦିବ୍ୟାଙ୍ଗ ଝୀଅ , ଦୁଇ ପୁଅ ଦୁଇ ବହୁ ଓ ଦୁଇ ନାତି ନାତୁଣୀ ମିଶି ୮ ଜଣ । ତାଙ୍କର ସ୍ବାମୀ ଙ୍କ ନାମରେ  ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିନାହିଁ । ପାଞ୍ଚ ଙ୍କ ୮ ଜଣ ପରିବାର ସଦସ୍ୟଙ୍କୁ ନେଇ ଚାଳ ଘରେ ଜରି ଘୋଡାଇ ରହୁଛନ୍ତି । ପାଞ୍ଚ ଙ୍କୁ କେବେ ପାଞ୍ଚିବ ପ୍ରଶାସନ "ଶିର୍ଷକ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଶେଷ କୁ ଆଦିବାସୀ ବିଧବା ପାଞ୍ଚ ନିଜ ହକ ପାଇଁ ସେ ତାଙ୍କ ଲିଖିତ ଅଭିଯୋଗ ପତ୍ର ଦର୍ଶାଇ ଛନ୍ତି  ଏକ ମାସ ମଧ୍ୟରେ ତାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଓ ଭତ୍ତା ଯୋଗାଇ ଦେବାକୁ ଦାବି କରିଛନ୍ତି । ଏଥିରେ  ପ୍ରତି ତାଙ୍କୁ ପ୍ରଶାସନ ଅଣଦେଖା କଲେ ଆଦିବାସୀ ବିଧବା ପାଞ୍ଚ ପରିବାର ଙ୍କୁ ନେଇ ବ୍ଳକ ସମ୍ମୁଖ ଆମରଣ ଅନଶନରେ ବସି ଧାରଣ ଦେବାକୁ ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026

You Might Also Like