-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା କୁ ବ୍ଲକ ମାନ୍ୟତା ଦାବି ନେଇ ବୈଠକ ଅନୁଷ୍ଠିତ

07-Jan-2025



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ବସଷ୍ଟାଣ୍ଡ ସ୍ଥିତ ପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସିନ୍ଧେକେଲା ବଣିକ ସଂଘ ସଭାପତି ସୁବାଷ ଜୈନ ଓ ସମାଜସେବୀ ଅନିଲ କୁମାର ତ୍ରିପାଠୀ ଙ୍କ ଆବାହକତ୍ବ ରେ ସିନ୍ଧେକେଲା କୁ ବ୍ଲକ ମାନ୍ୟତା ଦାବି ନେଇ ଏକ ସର୍ବ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଏହି ବୈଠକ ରେ ଆଗାମୀ ଦିନରେ ସିନ୍ଧେକେଲା ଅଞ୍ଚଳର ସମସ୍ତ ଜନପ୍ରତିନିଧି , ବିଭିନ୍ନ ସଂଗଠନ, ଅନୁଷ୍ଠାନ ମାନଙ୍କୁ ନେଇ ବୈଠକ ହୋଇ ଆଲୋଚନା ପରେ ସିନ୍ଧେକେଲା ଅଞ୍ଚଳ ବିକାଶ ମଞ୍ଚ ଗଠନ କରିବା ପାଇଁ ନିଷ୍ପତ୍ତି ହେଇଥିଲା। ଏବଂ ଆଗାମୀ ଦିନରେ ବିକାଶ ମଞ୍ଚ ତରଫରୁ ହିଁ ବ୍ଲକ ଦାବି କୁ ଆହୁରି ଶାଣିତ କରିବା ପାଇଁ ନିଷ୍ପତ୍ତି ହେଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା,
, ନରେଶ ବର୍ମା, ଉମାଶଙ୍କର ତ୍ରିପାଠୀ , ବାବୁଲାଲ ସାହୁ, ଫକିର ଚନ୍ଦ୍ର ତ୍ରିପାଠୀ , ହେମନ୍ତ ସାହୁ,ଦୀନେଶ ଜୈନ , ପ୍ରଶ୍ନ ଜୈନ, କୈଳାସ ଜୈନ,ନରେଶ ରଣା, ପପୁ ସାହୁ, ଦେବେନ୍ଦ୍ର ଖମାରୀ, ସୁଶାନ୍ତ ଥନାପତୀ, ବିନୋଦ ସରାଫ, ମୁନା ସାହୁ, ବଳରାମ ସାହୁ, ଆର୍ତ୍ତତ୍ରାଣ ସାହୁ, ମୁକେଶ ସାହୁ,ଦୁର୍ଗା ସିଂ ଦେଓ , ପର୍ମା ସାହୁ ଅନିଲ ଜୈନ,
ଙ୍କ ସମେତ ବିଭିନ୍ନ ସଂଗଠନ ଓ ଅନୁଷ୍ଠାନ ମାନଙ୍କ ମଧ୍ୟରେ ଗରିବ ସେନା ସଭାପତି ଦିନେଶ ତାଣ୍ଡି , ସିନ୍ଧେକେଲା ମୋଟର ଚାଳକ ସଂଘ ରୁ ରଞ୍ଜନ ଷଡ଼ଙ୍ଗୀ, ତ୍ରିନାଥ ସାହୁ , ବାବୁଲି ପୃଷ୍ଟି , ବ୍ରାହ୍ମଣ ଯୁବକ ସଂଘ ରୁ ପ୍ରଦୀପ ଷଡ଼ଙ୍ଗୀ, ତରୁଣ ରଥ , ବିପିନ ପଣ୍ଡା , ସାହୁ ସମାଜ ସଭାପତି ଓମ ପ୍ରକାଶ ସାହୁ, ସାହୁ ଯୁବ ସଂଗଠନର ସମ୍ପାଦକ ସୁରଜ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ଏବଂ ଆଗାମୀ ଦିନରେ ସମସ୍ତ ପ୍ରକାର ସହଯୋଗ ତଥା ଦାବି ପାଇଁ ସର୍ବସମ୍ମତିକ୍ରମେ ସବୁବେଳେ ସ୍ୱର ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ହେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like