-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ନାକଟିଦେଉଳ ବ୍ଲକ ରେ ଠିକା କାମରେ ବ୍ୟସ୍ତ ଜନପ୍ରତିନିଧି

07-Jan-2025



ନାକଟିଦେଉଳ(କନ୍ଦର୍ପ ବେହେରା): ଗ୍ରାମାଞ୍ଚଳ ର ସେବା କରିବା, ଜନସାଧାରଣ ଙ୍କର ଦୁଃଖ ସୁଖର ସାଥି ହେବା ପାଇଁ ଜନ ପ୍ରତିନିଧି ମାନେ ନିର୍ବାଚିତ ହୋଇ ଛନ୍ତି l ହେଲେ ଲୋକଙ୍କ ସେବା ବଦଳରେ ଠିକା କାମରେ ବ୍ୟସ୍ତ ଏଇ ନେତା ମାନେ l ପଂଚାୟତ ରେ ଲୋକ ଙ୍କର ଦୁଃଖ କଣ ବୁଝିବେ ପ୍ରାୟ ସମୟ ବ୍ଲକ ଅଫିସ ରେ ଠିକା କାମରେ ବିଲ ପାଇଁ ବିଡ଼ିଓ ଙ୍କ ପାଖରେ ଘଣ୍ଟା ଘଣ୍ଟା ଧରି ବସି ରହିବା ଏପରିକି ବଡ ବାବୁଙ୍କ ଠାରୁ ଆରମ୍ଭ କରି ବ୍ଲକ ଅଧ୍ୟକ୍ଷା ପର୍ଯ୍ୟନ୍ତ ଦୌଡୁଥିବା ଦେଖିବାକୁ ମିଳୁଛି l
ପ୍ରାୟ ସମୟ ଏଇ ନେତା ମାନେ ବିଡ଼ିଓ ଙ୍କ ପାଖରେ ବସି ରହୁଥିବାରୁ ସାଧାରଣ ଜନତା ନିଜ ନିଜ ର ଅଭିଯୋଗ ବିଡ଼ିଓ ଙ୍କ ପାଖରେ ଦାଖଲ କରି ପାରୁ ନାହାନ୍ତି l
ଏପରିକି ଜେଇ ମାନଙ୍କୁ ହାତ ବାରିଷି କରି ମନ ଇଛା କାମର ଲେଆଉଟ ଦେଉ ଥିବା ଜଣା ପଡିଛି l ଏଇ ସବୁ କାମ ପାଇଁ ଦଳ ଦଳ ମଧ୍ୟରେ ମଧ୍ୟ ବଚଷା ହେଉଛି l ବ୍ଲକରେ ଜୋର ଯାର ମୁଲକ ତାର ନୀତିରେ ନେତା ମାନେ କାମ କରୁଛନ୍ତି l ଜନ ନେତା ମାନଙ୍କ ଛଡା ଅନ୍ୟ କୌଣସି ବ୍ୟକ୍ତି ଠିକା କାମ କରି ପାରୁନାହାନ୍ତି l ଯଦି ବି ଅନ୍ୟ କେହି କାମ କଲା ସେ ବିଲ ପାଇବାକୁ ବର୍ଷ ବର୍ଷ ଲାଗୁଛି l ଏପରିକି ସେଇ ବ୍ୟକ୍ତି କୁ ହଇରାଣ କରୁଛନ୍ତି ଜେଇ ମାନଙ୍କୁ ନିଜ ଅକ୍ତିଆର ରେ ରଖି l ଜେଇ ମହାଶୟ ମାନେ ହଇରାଣ ମଧ୍ୟ କରୁଛନ୍ତି l ଜନ ନେତା ମାନେ ଠିକା କାମ କଲେ ବିଲ ପାଇବାରେ କୌଣସି ଅସୁବିଧା ହେଉ ନାହିଁ l ବ୍ଲକ ଅଫିସରେ ମାସର ସବୁ ସମୟରେ ଏଇ ଜନ ପ୍ରତି ନିଧି ମାନଙ୍କର ଅଡ୍ଡା ଜମୁଥିବାରୁ ସାଧାରଣ ଜନତା ଅସୁବିଧା ର ସମ୍ମୁଖୀନ ହେଉ ଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like