-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ୍ ଶିବିର

09-Jan-2025



ବରପାଲି (ସୁଦାମ ଦୀପ) 
ବରପାଲି   ମହାବିଦ୍ୟାଳୟ ପରିସରରେ  ଅଧ୍ୟକ୍ଷା ଜୟନ୍ତୀ ଦାଶଙ୍କ ଅଧକ୍ଷତାରେ ମହିଳା ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦ୍‌ଘାଟିତ ହୋଇଯାଇଛି।   ବୁଧବାର ପୁର୍ବାହ୍ନରେ ଶୁଭାରମ୍ଭ ହୋଇଥିବା ଶିବିର ଆଗାମୀ ଦଶ ଦିନ ପର୍ଯ୍ଯନ୍ତ ପରିଚାଳିତ ହେବ। ଯୁକ୍ତ ଦ୍ବିତୀୟ ବର୍ଷ ଛାତ୍ରୀମାନଙ୍କୁ ନେଇ ଆୟୋଜିତ ଶିବିରରେ ଆତ୍ମ ସୁରକ୍ଷାର ଆବଶ୍ୟକତା ଓ ଉଦ୍ଦେଶ୍ୟ ବିଷୟରେ ତାଲିମ ଦେବାର ବ୍ୟବସ୍ଥା ହୋଇଛି। ମାଷ୍ଟର ଟ୍ରେନର ରେଣୁକା ଗହୀର ପ୍ରଶିକ୍ଷଣ ଦେଇଥିଲେ l ପ୍ରୋଗ୍ରାମ କୋଅଡିନେଟର ଅଧ୍ୟାପିକା ଡ.ସମ୍ବିତା ପ୍ରଧାନଙ୍କ ତତ୍ବାବଧାନରେ କାର୍ଯ୍ଯକ୍ରମ ପରିଚାଳିତ ହୋଇଥିଲା। ଏହି ଅବସରରେ ଅତିଥିମାନେ ଆତ୍ମସୁରକ୍ଷା ଭିତ୍ତିକ ରଣକୌଶଳ ସହ ଭିନ୍ନଭିନ୍ନ ଶୈଳୀ ଉପରେ ବୁଝାଇଥିଲେ।  ପରେ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି ଅବସରରେ ବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026

You Might Also Like