-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   (31-May-2026)       ||      ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||     

HOME   ରାଜ୍ୟ

ନିଖିଳ ଓଡିଶା ଆଶା କର୍ମୀ ସଂଘର ରାଜ୍ୟ ସମ୍ମିଳନୀ

09-Jan-2025



ବଲାଙ୍ଗିର - ଆସନ୍ତା ଜାନୁୟାରୀ ୧୧ ଓ ୧୨ ତାରିଖ ଦୁଇ ଦିନ ଧରି ଏଆଇଟିୟୁସି ପରିଚାଳିତ ନିଖିଳ ଓଡିଶା ଆଶା କର୍ମୀ ସଂଘର ଚତୁର୍ଥ ରାଜ୍ୟ ସମ୍ମିଳନୀ ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର କଲେଜ ଛକ ନିକଟସ୍ଥ ମ୍ୟୁନିସିପାଲିଟି କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଉକ୍ତ ସମ୍ମିଳନୀରେ ସମଗ୍ର ରାଜ୍ୟର ସର୍ବବୃହତମ୍ ଅର୍ଥାତ୨୦ହଜାର ରୁ ଉର୍ଦ୍ଧ୍ୱ ସଭ୍ୟଙ୍କ ନେତୃତ୍ୱ ନେଉଥିବା ୫୦୦ ପ୍ରତିନିଧି ଉକ୍ତ ସମ୍ମିଳନୀରେ ଅଂଶଗ୍ରହଣ କରିବେ । ପ୍ରଥମ ଦିନ ଅର୍ଥାତ ୧୧ ତାରିଖ ଦିନ ଆଶା କର୍ମୀଙ୍କ ଏକ ବିଶାଳ ଶୋଭାଯାତ୍ରା କୋସଳ କଳାମଣ୍ଡଳ ପଡିଆରୁ ବାହାରି ରାଜେନ୍ଦ୍ର କଲେଜ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଉଦ୍‌ଘାଟନି ସମାରୋହ ଅନୁଷ୍ଠିତ ହେବ । ଉକ୍ତ ଉଦ୍‌ଘାଟନି ସମାରୋହରେ ଏଆଇଟିୟୁସି ଓ ଆଶା ଫେଡେରେସନର ରାଜ୍ୟ, କେନ୍ଦ୍ର ନେତୃ ମଣ୍ଡଳି ଓ ବିଭାଗୀୟ ମନ୍ତ୍ରୀ ଏବଂ ସ୍ଥାନୀୟ ବିଧାୟକଙ୍କୁ ଯୋଗଦେବାକୁ ନିମନ୍ତ୍ରିତ କରାଯାଇଛି । ସମ୍ମିଳନୀର ସଫଳତା ପାଇଁ ଏକ ଅଭ୍ୟର୍ଥନା କମିଟି ଗଠନ କରାଯାଇ ବଲାଙ୍ଗିର ମ୍ୟୁନିସିପାଲିଟି ଅଧ୍ୟକ୍ଷା ଲିକା ସାହୁ ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷା, କାର୍ଯ୍ୟକାରୀ ଅଧ୍ୟକ୍ଷ ତୀର୍ଥ ପ୍ରଧାନ, ସାଧାରଣ ସଂପାଦକ ଓମି ଗୁପ୍ତା, କୋଷାଧ୍ୟକ୍ଷା ଜୁଲି କେନେଡି, ସଂଯୁ ବାଗ, ପ୍ରଭାସିନି ରାୟ, ଦମୟନ୍ତି ମହାନନ୍ଦ, ସରସ୍ୱତୀ ଶର୍ମା, ପୁଷ୍ପଲତା ଧିର, ମୀନାକ୍ଷୀ ଜେନା, ବାସନ୍ତି ସେଠ, ମମତା କଚ୍ଛପ, ଶୋଭାଗିନୀ ବାଗ, ମାଧବି ବେହେରା, ହରିପ୍ରୀୟା କୁମ୍ଭାର, ଉଜୁଲି ମେହେର, ଲଳିତ ବାଗ, ଆନନ୍ଦିନୀ ବିଶ୍ୱାଲ, ଉର୍ବସି ମେହେର, ଶୋଭାବତି ଲିଟି, ଜ୍ୟୋସ୍ନାରାଣୀ ଷଡଙ୍ଗି, ପୂର୍ଣ୍ଣିମା ହରପାଲ, ମଦନା ନାଏକ, ଯଶୋବନ୍ତି ମେହେର, ବନିତା ପୁଟେଲ, ସଂଯୁକ୍ତ ରାୟ, କୁମୁଦିନି ସାହୁ, କଲ୍ୟାଣି ସାହୁ, କୁମୁଦିନି ବାଗ, ଅହଲ୍ୟା ନାଗ, ବୃନ୍ଦାବତି ସରାଫ, ଡାଲିମ୍ବ ସାହୁ, ଉପଦେଷ୍ଟା ସାଏବୁ ନନ୍ଦ, ଦିଲିପ ଭୋଇ, ଦେବାଶିଷ ବାବୁ, ଜଗବନ୍ଧୁ ବେହେରା, ପ୍ରବୀର କମ୍ପ, ଖାରୁଆ ମଲ୍ଲିକ, ପୁରୁଷୋତ୍ତମ କର୍ମୀ ପ୍ରମୁଖ ଙ୍କୁ ନେଇ ଅଭ୍ୟର୍ଥନା କମିଟି ଗଠନ କରାଯାଇଛି । ଉକ୍ତ ସମ୍ମିଳନୀରେ ଆଶା କର୍ମୀଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ ସେଗୁଡିକର ସମାଧାନ ପାଇଁ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   31-May-2026
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026

You Might Also Like