-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

*ବିଲୁପ୍ତପ୍ରାୟ ହେବାକୁ ବସିଲାଣି ଘର ଚଟିଆ ବଂଶ.... ଆଉ ଶୁଭୁନି କିଚିରି ମିଚିରି ଶବ୍ଦ*

10-Jan-2025



ନବରଙ୍ଗପୁର (ଡାବୁଗାଁ);-(ମିହିର ଶଙ୍କର ପାତ୍ର,)
କିଛି ବର୍ଷ ପୂର୍ବେ ଘର ଅଗଣାରେ ଧାନ, ମାଣ୍ଡିଆ ସୁଖେଇଲେ ଜଣେ ଲୋକ ବାଡ଼ି ଟିଏ ଧରି ଜଗିବାକୁ ପଡୁଥିଲା lକାଳେ ଘରଚଟିଆ ଆସି ଖାଇଯିବେ ଶୁଖେଇ ଥିବା ଶସ୍ୟକୁ କିନ୍ତୁ ଏବେ ବିଲୁପ୍ତ ହେବାକୁ ବସିଲେଣି ଘରଚଟିଆ ଆଉ ଶୁଭୁନି କିଚିରି ମିଚିରି ଡାକ।ଆମସମାଜ ତଥା ଚାଷୀର ପରମ ବନ୍ଧୁ ଭାବେ ବେସ ଜଣାଶୁଣା ଏହି ପକ୍ଷୀ ଗାଁ ଗାଁରେ ଆଉ ଦେଖିବାକୁ ମିଳୁନାହିଁ ।ଘର ଚଟିଆଙ୍କ ରହଣିସ୍ଥଳ ଗାଁ ଗାଁରେ ଥିବା ଚାଳଘର ଏବେ ଆଉ ନାହିଁ । ଚାଳଘର ଗୁଡିକ ନଥିବା କାରଣରୁ ଏହି ପକ୍ଷୀ ଏବେ ଆଉ  ଗାଁ ଗହଳିରେ ଦେଖାଯାଉ ନାହାନ୍ତି  ଏହା ମଧ୍ୟ ବିଲୁପ୍ତ ହେବାର ଗୋଟିଏ ମୁଖ୍ୟ କରଣ ବୋଲି କହିଲେ ଚଳେ।ସେହିପରି ସବୁଆଡେ କଂକ୍ରିଟ ଜଙ୍ଗଲ ଓ ପରିବେଶ ତାର ସନ୍ତୁଳନ ହରାଇବା ମଧ୍ୟ ଅନ୍ୟ ଏକ କାରଣ। ଘର ଚଟିଆ ଗୋଟିଏ ଛୋଟିଆ ପକ୍ଷୀ ହୋଇଥିଲେ ମଧ୍ୟ ଲୋକଙ୍କ ମନରେ ବେଶ ଖୁସି ଉନ୍ମାଦନା ସୃଷ୍ଟି କରିଥାଏ ।କିଚିରି ମିଚିରି ଶବ୍ଦ କରି ଘର ଚାରି ପାଖେ ବୁଲିବା ସହ ଘରର ଚାଳରେ ଘରଚଟିଆ ବସା ବାନ୍ଧିଥାଏ ।ଲୋକଙ୍କ ସହ ସତେ ଯେମିତି ତାର ସମ୍ପର୍କ ରହିଛି ସେଥିପାଇଁ ତ ବଣ ଜଙ୍ଗଲରେ ନରହି ନଡା ଛପର ଘର ମାନଙ୍କରେ ଏମାନେ ବସା ବାନ୍ଧିଥାନ୍ତି । ସମୟର ପରିବର୍ତ୍ତନ ସାଙ୍ଗକୁ ସବୁ କିଛି ବଦଳି ଗଲାଣି । ଲୋକଙ୍କ ଚଳଣି ସହ ବାସଗୃହ ମଧ୍ୟ ବଦଳିଗଲାଣି। ଇଣ୍ଟେର୍ନେଟ,ମୋବାଇଲ ଯୁଗ ସାଙ୍ଗକୁ କଚ୍ଚାଘରକୁ ସରକାର ପକ୍କା ଘର କରି ଲୋକଙ୍କୁ ଯୋଗାଇ ଦେଉଛନ୍ତି । କିନ୍ତୁ ସରକାରଙ୍କ ଏହି ଘୋଷଣା ଲୋକଙ୍କ ପାଇଁ ଖୁସି ଆଣି ଦେଉଥିବା ବେଳେ ଘର ଚଟିଆଙ୍କ ପାଇଁ ତାହା କାଳ ସାଜିଛି ।ପ୍ରାୟ ଚାଳ ଘର ପକ୍କା ଘରରେ ପରିଣତ ହେବା ପରେ ଘରଚଟିଆଙ୍କ ସଂଖ୍ୟା ମଧ୍ୟ କମି ଯାଇଛି । ଖାଲି ସେତିକି ନୁହେଁ ବହୁଳ ମୋବାଇଲ ବ୍ୟବହାର ଦ୍ବାରା ଟାୱାରରୁ ବାହାରୁଥିବା ମାଇକ୍ରୋ ୱେଭ ତରଙ୍ଗ ଯୋଗୁଁ କୁଆଡେ ଘର ଚଟିଆଙ୍କ ସଂଖ୍ୟା ବିଶେଷ ଭାବରେ କମି ଯାଉଥିବା ପରିବେଶବିତ ମାନେ କହିଛନ୍ତି । ସେହିପରି ଘରଚଟିଆଙ୍କୁ ସୁରକ୍ଷା ତଥା ତାଙ୍କ ବଂଶ ବୃଦ୍ଧି ପାଇଁ ବହୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଗେଇ ଆସୁଥିବା ବେଳେ ଏହି ପକ୍ଷୀଙ୍କ ପାଇଁ ସରକାର ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସାଧାରଣରେ ମତପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like