-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ପ୍ରବାସୀ ଭାରତୀୟ ମାନଙ୍କ ଆଗମନ ନେଇ ଚଳ ଚଞ୍ଚଳ ବୌଦ୍ଧପୀଠ

10-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି):ପ୍ରଥମ ଥର ପାଇଁ ଓଡ଼ିଶାରେ ପ୍ରବାସୀ ଭାରତୀୟଙ୍କ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଏଥିପାଇଁ ବରୀ ବ୍ଲକ ଅଧିନସ୍ଥ ରତ୍ନଗିରି ବୌଦ୍ଧପୀଠ ଚଳଚଞ୍ଚଳ ହୋଇପଡିଛି। ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନର ଅଧିକାରୀ ମାନେ ପ୍ରବାସୀ ଭାରତୀୟ ମାନଙ୍କୁ ସ୍ଵାଗତ କରିବା ନିମନ୍ତେ କୌଣସି ପ୍ରକାର ତ୍ରୁଟି ଯେଭଳି ନ ଘଟେ ସେଥିପାଇଁ ଦାୟିତ୍ୱରେ ଥିବା ଅଧିକାରୀ ମାନଙ୍କୁ ସଚେତନ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବାର ବ୍ଲକ ଭାରପ୍ରାପ୍ତ ବିଡିଓ ମହେଶ୍ୱର ସେଠି ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି। ବିଶେଷ କରି ରତ୍ନଗିରି ବୌଦ୍ଧ ପୀଠ ପରିସର ଓ ସ୍ଥାନୀୟ ଅଞ୍ଚଳକୁ ସଫା ସୁତୁରା, ଅଲୋକିକରଣ ସହିତ ପ୍ରବାସୀ ଭାରତୀୟ ମାନଙ୍କ ଆଗମନ କୁ ସୁରକ୍ଷା ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ ଦେଖିବାକୁ ମିଳିଛି। ବିଶେଷକରି ପ୍ରବାସୀ ଭାରତୀୟ ମାନେ ଆସିବା ଘଟଣା ପ୍ରଚାରିତ ହେବା ଯୋଗୁଁ ବରୀ ଅଞ୍ଚଳର ଲୋକମାନେ ସେମାନଙ୍କୁ ଦେଖିବା ନିମନ୍ତେ ରତ୍ନଗିରି ବୌଦ୍ଧ ପୀଠରେ ପହଞ୍ଚି ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିବାର ଦେଖିବାକୁ ମିଳିଛି।ଏତଦ୍ବ୍ୟତୀତ ବରୀ ଅଂଚଳରେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ,ଯୁବ ସମାଜସେବୀ ତଥା ଦଳଗତ ନିର୍ବିଶେଷରେ ବିଭିନ୍ନ ରାଜନୈତିକ ଦଳର ବ୍ୟକ୍ତି ମାନେ ପ୍ରବାସୀ ଭାରତୀୟ ମାନଙ୍କୁ ସ୍ୱାଗତ କରିବା ପାଇଁ ଦଳୀୟ ତୋରଣ ଲଗାଇଥିବାର ଦେଖିବାକୁ ମିଳିଛି। ଆସନ୍ତା କାଲି ପ୍ରବାସୀ ଭାରତୀୟ ମାନେ ବୌଦ୍ଧ ପୀଠକୁ ପରିଦର୍ଶନରେ ଆସିବା ନେଇ ସୂଚନା ମିଳି ଥିବାରୁ ପ୍ରଶାସନ ଅଧିକ ତପ୍ତର ହୋଇ ଉଠିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା