-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ନଅଗାଁ (ଖ ) ଗ୍ରାମ ରେ ବୁଢାଦେଓ ମହୋତ୍ସବ ଅନୁଷ୍ଠିତ

10-Jan-2025



ଆଗଲପୁର, (ବିନୋଦ ଦୀପ) ପବିତ୍ର ବୁଢା ଦେଓ ଯାତ୍ରା ଅବସରରେ ପଲ୍ଲୀ ଆଲୋକ ପାଠାଗାର, ବୁଢାଦେଓ କମିଟି ଓ ଗ୍ରାମ ବାସି ତରଫରୁ ବୁଢାଦେଓ ମହୋତ୍ସବ -2025 ତା. 8.1.25 ରୁ 9.1.25 ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ର ଦୁଇ ଦିନ ଉତଘାଟନ ଉତ୍ସବ କୁ ବ୍ଲକ ଅଧ୍ୟକ୍ଷ ଶ୍ରୀ ମତୀ ଗୀତାଞ୍ଜଳି ଦାସ ଜ଼ିଲ୍ଲା ପରିଷଦ ସଭ୍ୟା ଶ୍ରୀ ମତୀ ବୀଣାପାଣି ଦାସ ନଅଗାଁ (ଖ ) ସରପଞ୍ଚ ଶ୍ରୀ ବୃନ୍ଦାବନ ସେଠ. ସମିତି ସଭ୍ୟ ଶ୍ରୀ ଦେବଦତ୍ତ ଦଣ୍ଡସେନା, ମୋହନ ପଟେଲ, ବାଲୁଲୁ ମିଶ୍ର, ଆନନ୍ଦ ଚନ୍ଦ୍ର ବିଶି, ଲଳିତ ମୋହନ ସାହୁ, ଦାମୋଦର ବିଶ୍ୱାଳ ପ୍ରମୁଖ ମଞ୍ଚା ସିନ ଥିଲେ  l ପଲ୍ଲୀ ଆଲୋକ ପାଠାଗାର ସମ୍ପାଦକ ଶ୍ରୀ ପ୍ରଶାନ୍ତ ନାୟକ ପରିଚାଳନା କ୍ରମେ କାର୍ଯ୍ୟକ୍ରମ ଆରମ୍ଭ ରୁ ଅତିଥି ସାମୁହିକ ଭାବେ ବୁଢା ଦେଓ ଙ୍କ ପୂଜା ଅର୍ଚନା କରିଥିଲେ l

ଏହି ଉତ୍ସବ ରେ ବିଭିନ୍ନ କ୍ଷେତ୍ର ରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ଯଥା ଶ୍ରୀ ସୁଧୀର ପୁଟେଲ, ବିମେଳେନ୍ଦୁ ସାହୁ, ସୁଶାନ୍ତ ମହାକୁର, ଏବଂ ଗଣ୍ଡ ସମ୍ପ୍ରଦାୟ ସିନିଅର ସିଟିଜେନ ମାନଂକୁ ସମ୍ମାନିତ କରାଯାଇଥିଲା  l ସନ୍ଧ୍ୟା ସଭା ପରିସମାପ୍ତି ପରେ ଜ଼ିଲ୍ଲା ବାହାର ଯଥା ରାଉଲକେଲା, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ନଅଗାଁ ର ଜୁନିଅର ଝିଅ ଡାନ୍ସ ଗ୍ରୁପ ଦ୍ୱାରା  ରାଧା ମାଜିଷ୍ଟର କୃଷ୍ଣ ମୁଦାଲା ଓ ପଲ୍ଲୀ ଆଲୋକ ପାଠାଗାର କଳାକାର  ମାନଂକୁ ଙ୍କୁ ନେଇ ମହାନ ସାମାଜିକ ନାଟକ, ଲୁହ ରେ ଲେଖା ମୋ କପାଳ ରେଖା, ମଞ୍ଚସ୍ତ କରାଯାଇଥିଲା ଏହି ନାଟକ କୁ ଗୁରୁ ଶ୍ରୀ ଟଙ୍କଧର ସାହୁ ନିଦ୍ଧେର୍ଶନା ଦେଇ ଥିଲା ବେଳେ ଶ୍ରୀ ଦିଲୀପ ସାହୁ ସଂଗୀତ ନିଦ୍ଧେର୍ଶନା ଦେଇଥିଲେ l କାର୍ଯ୍ୟକ୍ରମ କୁ ଗ୍ରାମ ବାସି ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like