-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ନର୍ଲା ତହସିଲ ରେ ଚତୁର୍ଥ ଶ୍ରେଣୀ ଙ୍କ କର୍ମଚାରୀ ଙ୍କ ମରୁଡି ବିଭିନ୍ନ କାର୍ଯ୍ୟ ବାଧା ପ୍ରାପ୍ତ

10-Jan-2025



ନର୍ଲା  (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ତହସିଲ କାର୍ଯ୍ୟାଳୟ ରେ ଦୀର୍ଘଦିନ ଧରି କର୍ମଚାରୀ ଅଭାବ ହୋଇ ଆସୁଥିବା ଦେଖିବାକୁ ମିଳୁଛି ବିଗତ ୨୪ ବର୍ଷର ବିଜେଡି ସରକାର କୁ ହଟାଇ ଜନତା ଦନାର୍ଦନ ଡବଲ ଇଞ୍ଜିନ ସରକାର ଙ୍କୁ ଆସ୍ଥା ପ୍ରକଟ କରି ରାଜ୍ୟରେ ସୁ ଶାସନ ସେବାର ତ୍ୱରାନ୍ୱିତ ଆଶା ରଖିଥିବା ବେଳେ ତାର ଓଲଟା ଚିତ୍ର ନର୍ଲା ତହସିଲ ରେ ପରିଲକ୍ଷିତ ହେଉଛି କାରଣ ଏହି କାର୍ଯ୍ୟାଳୟ ରେ ବର୍ଷ ବର୍ଷ ଧରି ପିଅନ, ରାତ୍ର ଜଗୁଆଳି , ସ୍ପେଶାଲ ମେସିଞ୍ଜର  ନୋଟିସ ବିତରକ ଭଳି ୧୧ ଗୋଟି ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଭାବ ରହିଥିବା ତହସିଲ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ଏଭଳିକି ନର୍ଲା ତହସିଲ ଅଧୀନ ରେ ଦଶଗୋଟି ରାଜସ୍ବ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ ରେ ମଧ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀ ନ ଥିବା ଦେଖିବାକୁ ମିଳୁଛି ଏଣୁ ରାଜସ୍ବ ବିଭାଗ ର ନର୍ଲା ତହସିଲ କାର୍ଯ୍ୟାଳୟ ରେ କର୍ମଚାରୀ ନ ଥିବାରୁ ଅନେକ ସରକାରୀ କାର୍ଯ୍ୟ ବାଧା ପ୍ରାପ୍ତ ହେଉଥିବାରୁ ସାଧାରଣ ରେ ଦିନକୁ ଦିନ ଅସନ୍ତୋଷ ପ୍ରକାଶ ପାଉଛି ଏଭଳି ଘଡିସନ୍ଧି ମୁହୂର୍ତ୍ତରେ କାର୍ଯ୍ୟାଳୟଟି ଅତିବ ସଙ୍କଟ ରେ ଚାଲୁଥିବା ବେଳେ ଏହି କାର୍ଯ୍ୟାଳୟ ପାଇଁ ଅତ୍ୟନ୍ତ ଆବଶ୍ୟକତା ଦୃଷ୍ଟିରୁ ଅସ୍ଥାୟୀ ଭାବରେ ମଧ୍ୟ କିଛି ପିଅନ , ରାତ୍ର ଜଗୁଆଳି ଭଳି ଅନେକ  ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି କରିବା ପାଇଁ ଜିଲ୍ଲାପାଳ ଙ୍କୁ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବାରମ୍ବାର ଜଣାଇଥିଲେ ମଧ୍ୟ ସୁଫଳ ମିଲୁ ନ ଥିବା ଜଣାପଡିଛି ଏଣୁ ଏ ଦିଗରେ ଜିଲ୍ଲାପାଳ ଓ ରାଜସ୍ବ ମନ୍ତ୍ରୀ ଏହାର ତୁରନ୍ତ ସମାଧାନ ପାଇଁ ସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like