-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ନକଲି ବିଦେଶୀ ମଦ ଜବତ ସହ ଚାରି ଗିରଫ

10-Jan-2025



ନୂଆପଡା ଜିଲ୍ଲା ବୋଡେ଼ନ ରେ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି l ସିନାପାଲି ଅବକାରୀ ବିଭାଗ ଚଢ଼ାଉ କରି ସେଠାରୁ ବିପୁଳ ପରିମାଣ ନକଲି ବିଦେଶୀ ମଦ ଜବତ କରାଯାଇଛିl ବେଆଇନ ମଦ ତିଆରି ଅଭିଯୋଗ ରେ ଲାଲ ବାବୁସିଂ (୪୦),ପଙ୍କଜ କୁମାର (୩୨),ଶ୍ରୀକାନ୍ତ ସା (୩୦),କ୍ଷୀରସିନ୍ଧୁ ମାଝୀ (୩୦)  କୁ ଗିରଫ କରି କୋର୍ଟ ଚାଲଣ କରିଛନ୍ତି l ଗତ କିଛି ମାସ ହେବ ବୋଡେ଼ନରେ ନକଲି ବିଦେଶୀ ମଦ କାରଖାନା ଚାଲିଥିଲା ସେଠି ନକଲି ମଦ ପ୍ରସ୍ତୁତ କରି ଆଖ ପାଖ ଅଞ୍ଚଳକୁ ଚୋରା ଚାଲାଣ କରିବା ସହ ବିକ୍ରି କରୁଥିଲେ l ଏନେଇ ସିନାପାଲି ଅବକାରୀ ଥାନା କୁ ବିଶ୍ଵସ୍ଥ ସୂତ୍ରରୁ ଖବର ମିଳିଥିଲା l ନୂଆପଡା ଅବକାରୀ ଅଧିକ୍ଷକ  ସଂଘମିତ୍ରା ପ୍ରଧାନ ଙ୍କ ନିର୍ଦେଶ କ୍ରମେ ସିନାପାଲି ଅବକାରୀ ଥାନା ଅଧିକାରୀ ସିଦ୍ଧାନ୍ତ ପାତ୍ର ଙ୍କ ନେତୃତ୍ୱରେ ଏକ ଟିମ ଗଠନ କରି  ବୋଡେ଼ନ ରେ ଚଢ଼ାଉ କରିଥିଲେ l ସେଠି ୬୪. ୪୧ ଲିଟର ନକଲି ବିଦେଶୀ ମଦ, ୨୫୦ ଟି ବୋତଲ ଠିପି,୩୨୦ ଇଏଲଏଲ. ୪୮ ଟି ଖାଲି ବୋତଲ ସହ ୨ଟି ବାଇକ ୨ଟି ମୋବାଇଲ ଜବତ କରିଥିଲେ l ବେଆଇନ ମଦ ତିଆରି ଅଭିଯୋଗ ରେ ଲାଲ ବାବୁସିଂ ବିହାର , ପଙ୍କଜ କୁମାର ଝାରଖଣ୍ଡ,ଶ୍ରୀକାନ୍ତ ସା ଝାରଖଣ୍ଡ ଓ କ୍ଷୀରସିନ୍ଧୁ ମାଝୀ ବୋଡେ଼ନ କୁ ଗିରଫ କରିଥିଲେ l ସେମାନେ ବୋଡେ଼ନ ଅଞ୍ଚଳରେ ରହି ନକଲି ମଦ ତିଆରି କରୁଥିଲେ.l ଆଜି ସମସ୍ତ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରରୁ ସେ ମାନଙ୍କୁ ବିଚାର ବିଭାଗୀୟ ହାଜତ କୁ ପଠାଇ ଦିଆ ଯାଇଥିଲା l ଅବକାରୀ ବିଭାଗର ଏହି ବଡ଼ ଧରଣର ଚଡାଉରେ ସିନାପାଲି ଅବକାରୀ ଥାନା ଅଧିକାରୀ ସିଦ୍ଧାନ୍ତ ପାତ୍ର ଙ୍କ ନେତୃତ୍ୱ ରେ ଏଏସଆଇ ସୁନା ମାଝି , କନେଷ୍ଟବଳ ମଳୟ ମହାଲିଙ୍ଗ, ରିତାଞ୍ଜଳି ଶବର , ଦେବସିଂ ମାଝି ଏହି ଚଢାଉ ରେ ସାମିଲ ଥିଲେ l

  • (ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like