-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ରାଜ୍ୟ

୨୫ ଦାଦନ ଶ୍ରମିକ ଉଦ୍ଧାର କରି ସର୍ଦ୍ଦାର କୁ ଗିରଫ କରିଛି ପାଟଣାଗଡ଼ ପୋଲିସ

11-Jan-2025



ବଲାଙ୍ଗିର ଜିଲ୍ଲାରେ ଏବେ ଦାଦନ ଋତୁ ର ଶେଷ ପର୍ଯ୍ୟାୟ ଚାଲିଥିବା ବେଳେ ଜୋରରେ ଦାଦନ ଶ୍ରମିକ ଚାଲାଣ ହେଉଛି। ଏତିକିବେଳେ ତତ୍ପରତା ଦେଖାଇଛି ପୋଲିସ।ଗତ ଦୁଇ ଦିନ ତଳେ ଖପ୍ରାଖୋଲ ପୋଲିସ ଦ୍ବାରା ଉଦ୍ଧାର ହେଇଥିବା ବେଳେ ଗତକାଲି ରାତିରେ ପୁଣି ଧରିଛି ଖପ୍ରାଖୋଲ ପୋଲିସ।ସେପଟେ ଖପ୍ରାଖୋଲ ପୋଲିସ ଉଦ୍ଧାର କରିଥିବା ବେଳେ ଏପଟେ ପାଟଣାଗଡ଼ ପୋଲିସ ମଧ୍ୟ ସଜାଗ ହୋଇରହିଛି।ଗତକାଲି ସନ୍ଧ୍ୟାରେ ବେଲପଡା ଥାନା ମଧ୍ୟପୁର ଗାଁ ର ସର୍ଦ୍ଦାର ମନୋଜ ନାଏକ ୨୫ ଜଣ ଦାଦନ ଶ୍ରମିକ ଧରି ବାହାର ରାଜ୍ୟ କୁ ବେଆଇନ ଦାଦନ ଶ୍ରମିକ ଚାଲାଣ କରିବାକୁ ଯୋଜନା କରୁଥିବାବେଳେ କୌଣସି ସୂତ୍ରରୁ ଖବର ପାଇ ପାଟଣାଗଡ଼ ଥାନା ଅଧିକାରୀ ହରିବନ୍ଧୁ ଗଡତ୍ୟା ଉଲବା ଷ୍ଟେସନରେ କବ୍ଜା କରିଛନ୍ତି। ତନ୍ମଧ୍ୟରୁ ପୁରୁଷ ଓ ମହିଳା ଏବଂ ଶିଶୁ ରହିଛନ୍ତି। ବେଆଇନ ଦାଦନ ଶ୍ରମିକ ଚାଲାଣ କରୁଥିବା ସର୍ଦ୍ଦାରକୁ ପାଟଣାଗଡ଼ ପୋଲିସ ଗିରଫ କରିଥିବା ଜଣାପଡ଼ିଛି।ମଧ୍ୟପୁର ଗାଁ ରେ ଏକମାତ୍ର ମୁଖ୍ୟ ସର୍ଦ୍ଦାର ରାଜାରାମ ନାଏକ ଅଛି ବୋଲି ଅଞ୍ଚଳରେ ଶୁଣିବାକୁ ମିଳେ। ପ୍ରକୃତରେ କିଏ ସେ ମୁଖ୍ୟ ସର୍ଦ୍ଦାର ତର୍ଜମା କଲେ ଜଣାଯିବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।

(ପୂର୍ଣ୍ଣ ଶଶୀଶେଖର ରାଓଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like