-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||     

HOME   ଜିଲ୍ଲା

ତୁରେକେଲାରେ ବ୍ଲକସ୍ତରୀୟ ଲୋକ ଉତ୍ସବ

11-Jan-2025



ତୁରେକେଲା(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ୍ ପରିସରରେ ବ୍ଲକସ୍ତରୀୟ ଦିନିକିଆ ଲୋକ ମହୋତ୍ସବ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତୁରେକେଲା ବ୍ଲକ ଅଧ୍ୟକ୍ଷା ପୂଜା ବେହେରା ଯୋଗଦେଇଥିବା ବେଲେ ସମ୍ମାନିତ ଅତିଥି ଭାବେ ତୁରେକେଲା ବ୍ଲକ ବିଡ଼ିଓ ପୂର୍ଣାନନ୍ଦ ପଟେଲ୍, ତୁରେକେଲା ବ୍ଲକ କଲାକାର ସଂଘ ଉପ ସଭାପତି କାର୍ତ୍ତିକେଶ୍ବର ସାହୁ, ଉପାଧ୍ୟକ୍ଷା ଧନମତୀ ଖୁରା, ସାହିତ୍ୟ କବି ବିରଞ୍ଚିନାରାୟଣ ଦାସ, ତୁରେକେଲା ସରପଞ୍ଚ ଜଳନ୍ଧର ମାହାକୁଡ, ସମିତି ସଭ୍ୟ ପ୍ରମୋଦ ମାହାପାତ୍ର ପ୍ରମୁଖ ମଞ୍ଚାସିନଥିଲେ। ଏହି ଲୋକ ମହୋତ୍ସବ ରେ ବ୍ଲକ୍ ର ମୋଟ ଶହେ ରୁ ଉର୍ଦ୍ଧ ଦଳ ଅଂଶ ଗ୍ରହଣ କରିଥିଲେ। ମହୋତ୍ସବରେ ମନୋନୀତ ଦଳ ଜିଲ୍ଲା ମହୋତ୍ସବରେ ଅଂଶ ଗ୍ରହଣ କରିବେ ବୋଲି ବିଡିଓ ଶ୍ରୀ ପଟେଲ୍ ସୂଚନା ଦେଇଥିଲେ। ମହୋତ୍ସବ ର ଅଂଶ ଗ୍ରହଣ କରିଥିବା ଦଳ ଚୟନ ର ଜଜ୍ ଭାବେ ହରିଶ ଚନ୍ଦ୍ର ବାରିକ ଅମିଲ ପଟେଲ୍ ଭକ୍ତ ବନ୍ଧୁ ମେହେର ଜଳନ୍ଧର ମହାଖୁଡ କର୍ତିକେଶ୍ୱର୍ ସାହୁ କାର୍ଯ୍ୟ ତୁଲାଇଥିଲେ। କଳାକାର ତଥା ସାମ୍ବାଦିକ ତୁଳସୀ ଜଗତ ମଞ୍ଚ ପରିଚାଳନା କରିଥିଲେ। ଏହି ମହୋତ୍ସବ ରେ ସାମ୍ବାଦିକ ଗୁରୁ ଦୟାଲ ହଂସ,ପୁଷ୍ପକେତୁ ବେହେରା ରୋହନ କୁମାର ମହତ୍, କୁର୍ତିକର ବାଗ,ମୋହନ ସୁନା ଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା। ଏହି ମହୋତ୍ସବ କୁ ବ୍ଲକ୍ ସାମାଜିକ ଅଧିକାରୀ ହେମାନନ୍ଦ ବିଶ୍ବାଳ ସହ ବ୍ଲକ୍ ର ଅନ୍ୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026

You Might Also Like