-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||     

HOME   ଜିଲ୍ଲା

ମଦନମୋହନ ପାଠାଗାର ଓ ସାହିତ୍ୟ ସଂସଦ ପକ୍ଷରୁ ବନ୍ଧୁ ମିଳନ ଓ ସାହିତ୍ୟ ଆସର

11-Jan-2021



ବୁଗୁଡା ( ଡ଼ଃ. କୁମୁଦ ଚନ୍ଦ୍ର ବେହେରା) ଗଞ୍ଜାମ ଜିଲ୍ଲା ବୁଗୁଡା ସହରରେ ଥିବା  ଅଗ୍ରଣୀ କଳା,ସାହିତ୍ୟ ଓ ସଂସ୍କୃତିର ଅନନ୍ୟ ପ୍ରତିଷ୍ଠାନ ମଦନମୋହନ ପାଠାଗାର ଓ ସାହିତ୍ୟ ସଂସଦ ପକ୍ଷରୁ ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ବୁଗୁଡା ବ୍ଳକ୍ ଅନ୍ତର୍ଗତ ଭାମଶ୍ୟାଳି ଗ୍ରାମର ରାଧାକୃଷ୍ଣ ମନ୍ଦିର ପରିସରରେ ଏକ  ନବବର୍ଷର ବନ୍ଧୁମିଳନ ବରିଷ୍ଠ ସାହିତ୍ୟିକ ଡ.ବିଜୟ ଚନ୍ଦ୍ର ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନ୍ୟତମ ଅତିଥି ଭାବେ ଶିକ୍ଷାବିତ  ବିପିନ ବିହାରୀ ପଟ୍ଟନାୟକ,ଆନନ୍ଦାନନ୍ଦ ମହାରାଜ,ପଦ୍ମଚରଣ ପ୍ରଧାନ ଏବଂ ଜନତା ମହା ବିଦ୍ୟାଳୟର ଅଧ୍ୟାପକ ରବୀନ୍ଦ୍ରନାଥ ପୋଲାଇ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ସର୍ବପ୍ରଥମେ ଅନୁଷ୍ଠାନର ସମ୍ପାଦକ ତ୍ରିଲୋଚନ ପଣ୍ଡା ସ୍ବାଗତ ଭାଷଣ ଦେଇଥିବା ବେଳେ ପିତା ମଦନମୋହନ ପଣ୍ଡା ଏବଂ ମାତା ଲାବଣ୍ୟବତୀ ପଣ୍ଡାଙ୍କ ଫୋଟ ଚିତ୍ରରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ । ତାପରେ କରନାରେ ମୃତ୍ୟୁ ବରଣ କରିଥିବା  ଆତ୍ମାର ସଦଗତି ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ୍ ନୀରବ କରାଯାଇ ଆଗାମୀ ବର୍ଷକୁ ସୁଖ ଶାନ୍ତି ଓ ସମୃଦ୍ଧିରେ କଟାଇବା ପାଇଁ ପ୍ରାର୍ଥନା କରିଥିଲେ । ଏହି ବନ୍ଧୁମିଳନ  କାର୍ଯ୍ୟକ୍ରମରେ ସନ୍ତୋଷ କୁମାର ପଣ୍ଡା,ରୋହିତ କୁମାର ପ୍ରଧାନ,ସୁବ୍ରତ କୁମାର ବେହେରା,ଦିଗାମ୍ବର ମହାରଣା,ବବୃବାହନ ସ୍ବାଇଁ,ଶିଶିର କୁମାର ଦାଶ,ସରୋଜ କୁମାର ପଣ୍ଡା,ଶ୍ରୀଧର ମିଶ୍ର,ବସନ୍ତ କୁମାର ବିଷୋୟୀ ପ୍ରମୁଖ ସୁପରିଚାଳନା କରିଥିଲେ । ଏ ଅବସରରେ ବହୁ ବୁଦ୍ଧିଜୀବୀ,ସାହିତ୍ୟିକ ଓ ସାମ୍ବାଦିକମାନଙ୍କ ଏକତ୍ରୀକରଣ ହୋଇ  ପହିଲି ଭୋଗର ପ୍ରସାଦ ସେବନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026

You Might Also Like