-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

*ଇଥାନଲ ଫ୍ୟାକ୍ଟ୍ରି ଡ୍ରାୟର୍ ରେ ଲାଗି ଶ୍ରମିକ ମୃତ, କ୍ଷତିପୂରଣ ଦାବୀରେ ଚାପା ଉତ୍ତେଜନା*

13-Jan-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
- ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପାଣିମୋରା ଠାରେ ଥିବା ମାସ୍ ବାୟୋ ପ୍ରାଇଭେଟ୍ ଲିମିଟେଡରେ ଘଟିଛି ଅଘଟଣ। ସୂଚନା ଅନୁଯାୟୀ ରବିବାର ଦିନ ରାତି ପ୍ରାୟ ୮.୩୦  ବେଳେ ସେଠାରେ କାମ କରୁଥିବା ସ୍ଥାନୀୟ ଅରଖପଦର୍ ଗ୍ରାମ ର ଅଜୟ ମହାକୁର (୨୫) ବର୍ଷ ଡ୍ରାୟର ରେ ଗଳି ପଡ଼ିଥିଲେ। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପରେ ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ପ୍ଲାଣ୍ଟ ବିରୋଧ ରେ ବ୍ୟାପକ ଅଭିଯୋଗ କରିବା ସହ ମୃତ କର୍ମଚାରୀଙ୍କ ପରିବାରକୁ ଆର୍ଥିକ ସାହାଯ୍ୟ କରିବା ପାଇଁ ଦାବୀ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ ପ୍ଲାଣ୍ଟ ଭିତରେ ଶ୍ରମିକ ମାନେ ଅସୁରକ୍ଷିତ ଭାବରେ ବିନା ହେଲମେଟ, ଗ୍ଲୋବ ତଥା ଅନ୍ୟାନ୍ୟ ବିନା ସୁରକ୍ଷା ସାମଗ୍ରୀରେ କାମ କରୁଥିବା ଓ ଆଗରୁ ମଧ୍ଯ ବାହାର ରାଜ୍ୟ ର ଅନେକ ଶ୍ରମିକ ମୃତାହତ ହୋଇଥିବା ବେଳେ ମରଶରୀରକୁ ଭିତିରି ଭାବରେ ପାର୍ସଲ କରିଦିଆ ଯାଇଛି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ତରଭା ଏଡିସିନାଲ ତହସିଲଦାର, ସୋନପୁର ଏସଡିପିଓ ପ୍ରତାପ ତ୍ରିପାଠୀ, ତରଭା ଆଇଆଇସି ଅନିତା କିଡୋ ପହଞ୍ଚି ତଦନ୍ତ କରିବା ସହ ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like