-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||     

HOME   ଜିଲ୍ଲା

ନୂଆଗଡରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ପାଇଁ କଳସ ଶୋଭାଯାତ୍ରା

13-Jan-2025



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ନୂଆଗଡ ଠାରେ ପବିତ୍ର ମକର ସଂକ୍ରାନ୍ତି ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ପାଇଁ ସୋମବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସକାଳୁ ମହାନଦୀ ପଠାରେ ଗଙ୍ଗାମାତା ଙ୍କୁ ଆବାହନ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ଗ୍ରାମର ବହୁ ମହିଳା ଓ ପୁରୁଷ ହରିବୋଲ,ହୁଳହୁଳି , ସଂକୀର୍ତ୍ତନ ଓ ଶଙ୍ଖ ଧ୍ବନିରେ ଏକ ଆଧ୍ୟାତ୍ମିକ ପରିବେଶରେ ନଗର ପରିକ୍ରମା କରାଯାଇଥିଲା। ପରେ ନାମ ମଣ୍ଡପ ଠାରେ ପହଞ୍ଚି କଳସ ସ୍ଥାପନ କରିଥିଲେ। ଏଥିରେ ପୂଜକ  ସାରଙ୍ଗ ଦାସ ଓ ପ୍ରଦୀପ କୁମାର ରଥ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ  ସୌମିତ୍ରୀ ଦଣ୍ଡସେନା ଓ ଧର୍ମପତ୍ନୀ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ। ଏଥିରେ କମିଟିର ସଭାପତି  ଅଜିତ କୁମାର ରଥ,ସମ୍ପାଦକ  ଚୈତନ୍ୟ ଝାଙ୍କର ,ପିଙ୍କୁ ରଥ,ଇଶ୍ୱରଚନ୍ଦ୍ର ବାରିକ,ଦାମୋଦର ଦେହୁରୀ,ରଞ୍ଜନ ନାୟକ,ପାଣ୍ଡବ ସେଠୀ,ଦୁର୍ଯ୍ୟୋଧନ ଝାଙ୍କର,ସୁଧୀର ପଧାନ ,ପ୍ରବୀଣ ରଥ,ଅଶୋକ ଦେହୁରୀ ପ୍ରମୁଖ ସାମିଲ ହୋଇ ପରିଚାଳନା କରିଥିଲେ। ସେହିପରି ସୁବଳୟା ଅଷ୍ଟମ ବାବା ଅବଧୂତ ମହୋତ୍ସବ ପାଇଁ ରୀତିନୀତି ଅନୁସାରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026

You Might Also Like